Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନିକଣ୍ଟ୍ରୋଲ୍ କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ବନ୍ଧିତ ବିଭିନ୍ନ ବିଷୟ ଉପରେ ମତ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମନିକଣ୍ଟ୍ରୋଲ୍ କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ବନ୍ଧିତ ବିଭିନ୍ନ ବିଷୟ ଉପରେ ମତ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନି କଣ୍ଟ୍ରୋଲ ସହିତ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ଭାରତର ଜି -୨୦ ଅଧ୍ୟକ୍ଷତା ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ନିଜର ମତାମତ ପ୍ରକାଶ କରିଛନ୍ତି।

ଶ୍ରୀ ମୋଦୀ ମନି କଣ୍ଟ୍ରୋଲ ସହିତ ଆଲୋଚନା ସମୟରେ ଭାରତର ବିଶ୍ବସ୍ତରୀୟ ଭୂମିକା ଏବଂ ଭୌଗୋଳିକ ରାଜନୀତିର ଆହ୍ବାନ, ବିଶ୍ୱସନୀୟ ବିଶ୍ୱ ପ୍ରତିଷ୍ଠାନଗୁଡ଼ିକର ଗୁରୁତ୍ୱ ବିଷୟରେ ମଧ୍ୟ ନିଜର ମତାମତ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର ବିଷୟରେ ମନି କଣ୍ଟ୍ରୋଲର ଟ୍ବିଟର ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଏକ ଟ୍ବିଟର ପୋଷ୍ଟରେ କହିଛନ୍ତି;

@Moneycontrolcom ସହିତ ଏହି ସାକ୍ଷାତକାରରେ ଭାରତର ଜି -୨୦ ଅଧ୍ୟକ୍ଷତା, ବିଶ୍ବର କଲ୍ୟାଣ ପାଇଁ ଭାରତର ଦୃଷ୍ଟିକୋଣ, ଆମର ବିକାଶ ପଦକ୍ଷେପ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମୋର ଚିନ୍ତାଧାରା ପ୍ରକାଶ କରିଛି।

ଜି -୨୦ ଅଧ୍ୟକ୍ଷତା ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Latest News

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026

ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ: ସମ୍ମାନିତ ହେଲେ ନିୟମ ମାନୁଥିବା ଗାଡ଼ି ଚାଳକ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.