Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି: ପ୍ରଧାନମନ୍ତ୍ରୀ
ଆଜିର ଖବର

ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି: ପ୍ରଧାନମନ୍ତ୍ରୀ

September 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି।

ନୂଆଦିଲ୍ଲୀ ନେତାଙ୍କ ଘୋଷଣାପତ୍ରର ଡିଜିଟାଲ କପି ସେୟାର କରି ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ନୂଆଦିଲ୍ଲୀ ନେତାଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି। ସହମତି ଓ ଭାବନାରେ ଏକାଠି ହୋଇ ଆମେ ଏକ ଉନ୍ନତ, ଅଧିକ ସମୃଦ୍ଧ ଏବଂ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭବିଷ୍ୟତ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଉଛୁ। ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ ମୁଁ କୃତଜ୍ଞତା ଜଣାଉଛି।‘‘

ଇତିହାସ ସୃଷ୍ଟି ଘୋଷଣାନାମା ଜି-୨୦ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026
Latest News

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.