Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା-ଆମେରିକାର ମିଳିତ ବିବୃତି
ଆଜିର ଖବର

ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା-ଆମେରିକାର ମିଳିତ ବିବୃତି

September 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆମେ, ଭାରତ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ନେତାମାନେ ନୂଆଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ନେତାମାନଙ୍କ ଶିଖର ସମ୍ମିଳନୀ ଅବସରରେ ଏକତ୍ରିତ ହୋଇଛୁ। ଆମର ପାରସ୍ପରିକ ଦୁନିଆ ପାଇଁ ସମସ୍ୟାର ସମାଧାନ କରିବା ଲାଗି ଆନ୍ତର୍ଜାତିକ ଆର୍ଥିକ ସହଯୋଗର ପ୍ରମୁଖ ମଞ୍ଚ ଭାବରେ ଜି-୨୦ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାକୁ ଆମେ ଦୋହରାଇବା ନିମନ୍ତେ ଆମେ ଏକାଠି ହୋଇଛୁ।

ଜି-୨୦ର ବର୍ତ୍ତମାନର ଅଧ୍ୟକ୍ଷତା ଏବଂ ପରବର୍ତ୍ତୀ ତିନୋଟି ଅଧ୍ୟକ୍ଷତା ଦାୟିତ୍ୱ ନିର୍ବାହ କରୁଥିବା ରାଷ୍ଟ୍ର ଭାବରେ ଆମେ ବିଶ୍ୱସ୍ତରୀୟ ସମସ୍ୟାର ମୁକାବିଲା କରିବା ପାଇଁ ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ହୋଇଥିବା ଐତିହାସିକ ପ୍ରଗତିକୁ ଆଗକୁ ବଢ଼ାଇବୁ। ଏହି ପରିପ୍ରେକ୍ଷୀରେ, ବିଶ୍ୱବ୍ୟାଙ୍କ ଅଧ୍ୟକ୍ଷଙ୍କ ସହ ମିଶି, ଆମେ ଉନ୍ନତ, ବୃହତ ଏବଂ ଅଧିକ ପ୍ରଭାବଶାଳୀ ବହୁପକ୍ଷୀୟ ବିକାଶ ବ୍ୟାଙ୍କ ନିର୍ମାଣ ପାଇଁ ଜି-୨୦ର ପ୍ରତିବଦ୍ଧତାକୁ ସ୍ୱାଗତ କରୁଛୁ। ଜି-୨୦ ମାଧ୍ୟମରେ ମିଳିତ ଭାବେ କାର୍ଯ୍ୟ କରି ଏକ ଉନ୍ନତ ଭବିଷ୍ୟତ ଦିଗରେ ଆମ ଲୋକମାନଙ୍କୁ ସମର୍ଥନ କରିବା ପାଇଁ ଆମେ କ’ଣ କରିପାରିବୁ ତାହା ଏହି ପ୍ରତିବଦ୍ଧତାରେ ପ୍ରତିଫଳିତ ହେଉଛି।

ଆମେରିକା ଜି-୨୦ ଦକ୍ଷିଣ ଆଫ୍ରିକା ବ୍ରାଜିଲ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.