Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୁର୍କୀର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ
ଆଜିର ଖବର

ତୁର୍କୀର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ

September 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୁର୍କୀର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଜି -20 ଶିଖର ସମ୍ମିଳନୀରେ 10 ସେପ୍ଟେମ୍ବର 2023 ରେ ତୁର୍କୀର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ରିସେପ୍ ତାୟିପ୍ ଏର୍ଡୋଗାନଙ୍କ ସହିତ ସାକ୍ଷାତ କରିଛନ୍ତି।

ବାଣିଜ୍ୟ ଏବଂ ପୁଞ୍ଜି ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ନାଗରିକ ବିମାନ ଚଳାଚଳ ଏବଂ ପରିବହନ ପରି କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ସମ୍ଭାବନା ଉପରେ ବିସ୍ତୁତ ଆଲୋଚନା ହୋଇଥିଲା।

ଭାରତର ଜି -20 ଅଧ୍ୟକ୍ଷତା ପାଇଁ ରାଷ୍ଟ୍ରପତି ଏର୍ଡୋଗାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଫେବୃଆରୀ 2023 ରେ ତୁର୍କୀରେ ହୋଇଥିବା ଭୂକମ୍ପ ପରେ ଅପରେସନ୍ ଦୋସ୍ତ ଅଧୀନରେ ତୁରନ୍ତ ସହାୟତା ପାଇଁ ସେ ଭାରତକୁ ଧନ୍ୟବାଦ ଜଣାଇଛନ୍ତି।

ରାଷ୍ଟ୍ରପତି ଏର୍ଡୋଗାନ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଚନ୍ଦ୍ରଯାନ ମିଶନର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ସୂର୍ଯ୍ୟକୁ ଆଦିତ୍ୟ ମିଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

G20 ଜି20
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.