Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜର୍ମାନ ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ
ଆଜିର ଖବର

ଜର୍ମାନ ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ

September 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ସେପ୍ଟେମ୍ବର 2023 ରେ ନୂଆଦିଲ୍ଲୀରେ ଜି-20 ଶିଖର ସମ୍ମିଳନୀ ଅବସରରେ ଜର୍ମାନିର ଚାନସେଲର ଶ୍ରୀ ଓଲାଫ୍ ସ୍କୋଲଜଙ୍କୁ ଭେଟିଥିଲେ। ଫେବ୍ରୁଆରି ୨୦୨୩ରେ ଭାରତ ଗସ୍ତ ପରେ ଚାନସେଲରଙ୍କ ଏହା ଚଳିତ ବର୍ଷର ଦ୍ବିତୀୟ ଭାରତ ଗସ୍ତ ଥିଲା।

ଜି-୨୦ ଅଧ୍ୟକ୍ଷତାର ସଫଳତା ପାଇଁ ଚାନସେଲର ସ୍କୋଲଜ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଭାରତର ଜି-୨୦ ଅଧ୍ୟକ୍ଷତା ସମୟରେ ଜର୍ମାନୀର ସମର୍ଥନକୁ ପ୍ରଶଂସା କରିଥିଲେ, ଯେଉଁଥିରେ ବିଭିନ୍ନ ଜି-୨୦ ବୈଠକ ଏବଂ କାର୍ଯ୍ୟକ୍ରମରେ ଉଚ୍ଚସ୍ତରୀୟ ଅଂଶଗ୍ରହଣ କରାଯାଇଥିଲା।

ଉଭୟ ନେତା ସେମାନଙ୍କ ଦ୍ୱିପାକ୍ଷିକ ରଣନୈତିକ ଭାଗିଦାରୀର ଅଗ୍ରଗତି ର ସମୀକ୍ଷା କରିଥିଲେ। ପ୍ରତିରକ୍ଷା, ସବୁଜ ଓ ନିରନ୍ତର ବିକାଶ, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ଦକ୍ଷ କର୍ମଚାରୀଙ୍କ ଗତିଶୀଳତା ଏବଂ ଶିକ୍ଷା ଭଳି କ୍ଷେତ୍ରରେ ସହଯୋଗକୁ ଗଭୀର କରିବା ଉପରେ ସେମାନେ ଆଲୋଚନା କରିଥିଲେ।

ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ନେତାମାନେ ମତ ବିନିମୟ କରିଥିଲେ। ଆନ୍ତଃସରକାରୀ ଆୟୋଗର ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ ଆସନ୍ତା ବର୍ଷ ଚାନସେଲର ସ୍କୋଲଜଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ।

G20 G20India ଜି20
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.