Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦାବୀ ପୂରଣ ନ ହେଲେ ବିଧାନସଭା ଘେରାଉ କରିବ ବିଇଡି ଶିକ୍ଷକ ସଂଘ
ଆଜିର ଖବର

ଦାବୀ ପୂରଣ ନ ହେଲେ ବିଧାନସଭା ଘେରାଉ କରିବ ବିଇଡି ଶିକ୍ଷକ ସଂଘ

September 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦାବୀ ପୂରଣ ନ ହେଲେ ବିଧାନସଭା ଘେରାଉ କରିବ ବିଇଡି ଶିକ୍ଷକ ସଂଘ

ଭୁବନେଶ୍ବର: ରାଜ୍ୟ ସରକାର ବିଇଡି ଶିକ୍ଷକଙ୍କର ଛଅ ଦଫା ଦାବୀ ପୂରଣ ନ କଲେ ଆସନ୍ତା ବିଧାନସଭା ସଭା ଘେରାଉ କରାଯିବ। ଏ ନେଇ ବିଇଡି ଶିକ୍ଷକ ମହାସଂଘର ଏକ ଜରୁରୀ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି। ଏଥିରେ କୁହାଯାଇଛି ଯେ, ବିଇଡି ଶିକ୍ଷକଙ୍କୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉନ୍ନତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ ନିଯୁକ୍ତି ପ୍ରଦାନ ଦାବୀ କରାଯାଇଛି।

ଏ ନେଇ ଶିକ୍ଷକ ସଂଘ ତରଫରୁ ପୂର୍ବରୁ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଦିଆଯାଇଥିଲେ ମଧ୍ୟ ସରକାର କୌଣସି ପଦକ୍ଷେପ ଗ୍ରହଣ କରି ନାହାଁନ୍ତି। ଯଦି ବିଧାନସଭା ପୂର୍ବରୁ ସରକାର ବିଇଡି ଶିକ୍ଷକ ସଂଘର ଦାବୀ ପୂରଣ ନ କରନ୍ତି ତେବେ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଧମକ ଦେଇଛନ୍ତି।

ଶିକ୍ଷକ ସଂଘ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.