Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ବିଜେପି ଘୋଷଣା କଲା ଏସ୍‌ଟି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟନାମ ତାଲିକା
ଆଜିର ଖବର

ଓଡିଶା ବିଜେପି ଘୋଷଣା କଲା ଏସ୍‌ଟି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟନାମ ତାଲିକା

September 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ବିଜେପି ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ଆଜି ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।

ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ ଉପସଭାପତି ଭାବେ ଗୋବର୍ଦ୍ଧନ ଭୋଏ, ହୋମସିଂହ ମାଝୀ, ମମିତା ନାଏକ, ଫାଗୁ ହାଁସଦା, ବିଜୟ ଦିଶାରୀ, କର୍ମତୀ ଓରାମଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜ୍ୟ ସାଧାରଣ ସଂପାଦକ ଭାବେ କୈଳାଶ ଚନ୍ଦ୍ର ନାୟକ ଓ ରାମଚନ୍ଦ୍ର ହାଁସଦା; ରାଜ୍ୟ ସଂପାଦକ ଭାବେ ବିଦ୍ୟାଧର ଶବର, ଜଳନ୍ଧର ନାୟକ, ବାସନ୍ତୀ ମାଝୀ, ହୃଷିକେଶ ଦେହୁରୀ, ବିହାରୀ ମାଝୀ, ଶିବ ମୁଦୁଲି; କୋଷାଧ୍ୟକ୍ଷ ଭାବେ ସାମଲ ନାଏକ; କାର୍ଯ୍ୟାଳୟ ସଂପାଦକ ଭାବେ ଧୃବ କାଲୋ; ଗଣମାଧ୍ୟମ ସଂଯୋଜକ ଭାବେ ସିଦ୍ଧାର୍ଥ ସିଂହ; ସାମାଜିକ ଗଣମାଧ୍ୟମ ସଂଯୋଜକ ଭାବେ ଶ୍ୟାମଲାଲ୍ କଲାର, ସଂଯୋଜକ ଭାବେ ବସନ୍ତ ପ୍ରଧାନ ଏବଂ ସହ ସଂଯୋଜକ ଭାବେ ଅନନ୍ତ ଟୁଡୁଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି।

ଅନୁସୂଚିତ ଜନଜାତି ମୋର୍ଚ୍ଚାର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଭାବେ ସାଂସଦ ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ବିଧାୟକ ମୋହନ ମାଝୀ, ରବି ନାରାୟଣ ନାଏକ, ସୁକେଶୀ ଓରାମ, ଭାସ୍କର ମଢେଇ, କାଳିରାମ ମାଝୀ, କୁସୁମ ଟେଟେ, ଶଂକର ଓରାମ, ନବ ଚରଣ ମାଝୀ, ଡ.ବୁଧନ ମୁର୍ମୁ, ଭବାନୀ ଶଂକର ଭୋଇ, ଗଣେଷ ରାମ ସିଂ ଖୁଂଟିଆ, ଆଦିତ୍ୟ ମାଢୀ, ପୂର୍ଣ୍ଣିମା କେରକେଟା, ଖାମ ସିଂ ମାଝୀଙ୍କୁ ମନୋନୀତ କରାଯାଇଛି।

ସେହିପରି ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ବଳଭଦ୍ର ମାଝୀ, ପର୍ଶୁରାମ ମାଝୀ, କରେନ୍ଦ୍ର ମାଝୀ, ପଦ୍ମଚରଣ ହାଇବ୍ରୁ, ଶୈଳବାଳା ନାୟକ, ଡମରୁଧର କୁଦାଦା ମନୋନିତ ହୋଇଥିବାବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ୪୫ ଜଣଙ୍କୁ ମନୋନୀତ କରାଯାଇଛି ବୋଲି ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଗଣ୍ଡ ପ୍ରେସ୍ ବାର୍ତ୍ତାରେ ଜଣାଇଛନ୍ତି।

ଓଡିଶା ବିଜେପି ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.