Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨୭ ବଣ୍ଡଲ୍ କେନ୍ଦୁପତ୍ର ବୋଝେଇ ପିକ୍ ଅପ୍ ଜବତ୍, ଚାଲାଣ କାରି ଫେରାର
ଆଜିର ଖବର

୨୨୭ ବଣ୍ଡଲ୍ କେନ୍ଦୁପତ୍ର ବୋଝେଇ ପିକ୍ ଅପ୍ ଜବତ୍, ଚାଲାଣ କାରି ଫେରାର

September 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଆଜି ସକାଳେ ରେଢ଼ାଖୋଲ ବନଖଣ୍ଡ ବଡମାଳ ଗ୍ରାମରୁ ଚୋରାରେ ଚାଲାଣ ହେଉଥିବା ୨୨୭ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି ବନବିଭାଗ।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅନ୍ତର୍ଗତ ବଡ଼ମାଳ ଗ୍ରାମରୁ ସୋନପୁର ଜିଲ୍ଲାର ଉଲୁଣ୍ଡାକୁ ଏକ ପିକ ଅପ୍ ଭ୍ୟାନ ଯୋଗେ ଆଜି ସକାଳ ୫ଟା ରେ ବେଆଇନ କେନ୍ଦୁପତ୍ର ବୋଝେଇ ହୋଇ ଚୋରାଚାଲାଣ ହେଉଥିଲା। ଏନେଇ ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇ ରେଢ଼ାଖୋଲ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ବଡ଼ମାଳ ବନ ବିଭାଗ ଷ୍ଟାଫ୍ ଓ କର୍ମଚାରୀ ଏକ ସ୍ବତନ୍ତ୍ର ଟିମ୍ ଗଠନକରି ଚୋରାଚାଲାଣ ହେଉଥିବା କେନ୍ଦୁପତ୍ର ଓ ପିକଅପ୍ ଭ୍ୟାନ କୁ ଶାଗଝୁରି ସ୍ଥିତ ରଙ୍ଗମାଟିଆ ଛକରେ ଜବତ୍ କରିବାରେ ସଫଳ ହୋଇଛି।

ବନବିଭାଗକୁ ଚକମା ଦେଇ ଚାଲାଣ କାରି ମାନେ ଘଟଣାସ୍ଥଳରୁ ଫେରାର ହୋଇଥିଲେ। ବାରମ୍ବାର ସେଇ ଅଞ୍ଚଳରୁ ଚୋରାରେ କେନ୍ଦୁପତ୍ର ଚାଲାଣ ହେଉଥିବା ବେଳେ ବନବଭାଗ ସେମାନଙ୍କୁ ଧରିବାରେ ସଫଳ ହୋଇଛି। ଏହି ଚଢଉରେ ରେଞଅଧିକାରୀ ପ୍ରଦୀପ ସେଠୀ ଓ ବନକର୍ମଚାରୀମାନେ ସାମିଲ୍ ହୋଇଥିଲେ।

କେନ୍ଦୁପତ୍ର ରେଢ଼ାଖୋଲ ବନଖଣ୍ଡ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.