ଶ୍ରୀନଗର: ଜମ୍ମୁ କାଶ୍ମୀରର ବାରମୁଲ୍ଲାରେ ଦୁଇ ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଉଭୟଙ୍କ ନିକଟରୁ ଦୁଇଟି ପିସ୍ତଲ, ପାଞ୍ଚଟି ହ୍ୟାଣ୍ଡ ଗ୍ରେନେଡ ଏବଂ ଅନ୍ୟାନ୍ୟ ଯୁଦ୍ଧ ସାମଗ୍ରୀ ଉଦ୍ଧାର କରାଯାଇଛି। ଭାରତୀୟ ସେନା ଏହି ସୂଚନା ଦେଇଛି। ଗିରଫ ଜମ୍ମୁ କାଶ୍ମୀର ବାରାମୁଲ୍ଲା ଭାରତୀୟ ସେନା ସନ୍ଦିଗ୍ଧ ବ୍ୟକ୍ତି ହ୍ୟାଣ୍ଡ ଗ୍ରେନେଡ
ଶିଶୁପାଳଗଡ଼ ଐତିହ୍ୟ ସ୍ଥଳରୁ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେଇଛି ଏଏସଆଇ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀDecember 18, 2025