Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଞ୍ଜିନିୟର୍ସ ଦିବସରେ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଇଞ୍ଜିନିୟର୍ସ ଦିବସରେ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇଞ୍ଜିନିୟର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାର୍ ଏମ୍ ବିଶ୍ୱେସରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଏହ ଅବସରରେ ପ୍ରଧାନମନ୍ତ୍ରୀ ସମସ୍ତ ପରିଶ୍ରମୀ ଇଞ୍ଜିନିୟରମାନଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ସାର୍ ଏମ୍‌. ବିଶ୍ୱେସରାୟ ପିଢ଼ି ପରେ ପିଢ଼ିକୁ ନୂଆ ଉଦ୍ଭାବନ ଏବଂ ଦେଶ ସେବା ପାଇଁ ପ୍ରେରଣା ଯୋଗାଉଛନ୍ତି। ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ପ୍ରାରମ୍ଭରେ ଚିକ୍କାବଲ୍ଲାପୁରରେ ସାର୍ ଏମ୍‌. ବିଶ୍ୱେସରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିବାର ଝଲକ ସେୟାର କରିଛନ୍ତି।

ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଇଞ୍ଜିନିୟର୍ସ ଡେ’ରେ ଆମେ ଜଣେ ଦୂରଦୃଷ୍ଟି ସମ୍ପନ୍ନ ଇଞ୍ଜିନିୟର ତଥା ଦେଶପ୍ରେମୀ ସାର୍ ଏମ୍‌. ବିଶ୍ୱେସରାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛୁ। ସେ ପିଢ଼ି ପରେ ପିଢ଼ିକୁ ନୂଆ ଉଦ୍ଭାବନ ଏବଂ ରାଷ୍ଟ୍ର ସେବା ପାଇଁ ପ୍ରେରଣା ଯୋଗାଇ ଆସୁଛନ୍ତି। ଚିକ୍କାବଲ୍ଲାପୁର ଗସ୍ତବେଳେ ମୁଁ ଚଳିତ ବର୍ଷ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲି।’

‘ଇଞ୍ଜିନିୟର୍ସ ଡେ’ରେ ସମସ୍ତ ପରିଶ୍ରମୀ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା। ସେମାନଙ୍କ ସୃଜନାତ୍ମକ ମସ୍ତିଷ୍କ ଏବଂ ଅକ୍ଳାନ୍ତ ଉଦ୍ୟମ ଆମ ଦେଶ ପ୍ରଗତିର ମେରୁଦଣ୍ଡ। ଭିତ୍ତିଭୂମିଠାରୁ ଆରମ୍ଭ କରି ବୈଷୟିକ ସଫଳତା ପର୍ଯ୍ୟନ୍ତ ସେମାନଙ୍କ ଅବଦାନ ଆମ ଜୀବନର ପ୍ରତ୍ୟେକ ଦିଗକୁ ସ୍ପର୍ଶ କରେ।’

ଇଞ୍ଜିନିୟର୍ସ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଆସାମରେ ୬୯୫୦ କୋଟିର କାଜିରଙ୍ଗା ଏଲିଭେଟେଡ୍ କରିଡର ପ୍ରକଳ୍ପର ଭୂମିପୂଜା କଲେ ପ୍ରଧାନମନ୍ତ୍ରୀ

January 19, 2026

ଜାନୁଆରୀ ୨୨ ରେ ସୁଭଦ୍ରା ଯୋଜନାର ନୂଆ ହିତାଧିକାରୀମାନଙ୍କୁ ମିଳିବ ଅର୍ଥ ରାଶି

January 19, 2026

ଜାନୁୟାରୀ ୧୯ ତାରିଖ ସୋମବାରରେ ଆଠଟି ରାଶି ଉପରେ ମହାଦେବଙ୍କର ରହିଛି ଶୁଭ ଦୃଷ୍ଟି

January 19, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା ଓ ସୁଭଦ୍ରା ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ

January 18, 2026
Latest News

ଆସାମରେ ୬୯୫୦ କୋଟିର କାଜିରଙ୍ଗା ଏଲିଭେଟେଡ୍ କରିଡର ପ୍ରକଳ୍ପର ଭୂମିପୂଜା କଲେ ପ୍ରଧାନମନ୍ତ୍ରୀ

January 19, 2026

ଜାନୁଆରୀ ୨୨ ରେ ସୁଭଦ୍ରା ଯୋଜନାର ନୂଆ ହିତାଧିକାରୀମାନଙ୍କୁ ମିଳିବ ଅର୍ଥ ରାଶି

January 19, 2026

ଜାନୁୟାରୀ ୧୯ ତାରିଖ ସୋମବାରରେ ଆଠଟି ରାଶି ଉପରେ ମହାଦେବଙ୍କର ରହିଛି ଶୁଭ ଦୃଷ୍ଟି

January 19, 2026

ଖୋର୍ଦ୍ଧା ପଲ୍ଲିଶ୍ରୀ ମେଳା ଓ ସୁଭଦ୍ରା ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ

January 18, 2026

କୋହଲିଙ୍କ ବିରାଟ ପାଳି ସତ୍ତ୍ୱେ ଭାରତର ପରାଜୟ: ୨-୧ରେ ସିରିଜ ଜିତି ଇତିହାସ ରଚିଲା ନ୍ୟୁଜିଲାଣ୍ଡ

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.