Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେରିକା ନିକଟରୁ ୧୦୦ଟି ଟ୍ୟାଙ୍କ କିଣିବ ତାଇଓ୍ବାନ
ଆଜିର ଖବର

ଆମେରିକା ନିକଟରୁ ୧୦୦ଟି ଟ୍ୟାଙ୍କ କିଣିବ ତାଇଓ୍ବାନ

June 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆମେରିକା ଏବଂ ଚୀନ୍‌ ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ତାଇଓ୍ବାନ ଆମେରିକା ନିକଟରୁ ୧୦୦ଟି ଟ୍ୟାଙ୍କ କିଣିବାକୁ ନିଷ୍ପତ୍ତି ନେଇଛି। ଗୁରୁବାର ତାଇଓ୍ବାନ ପ୍ରତିରକ୍ଷା ବିଭାଗ ଏହି ଖବରକୁ ସ୍ବୀକାର କରିବା ସହିତ ଆମେରିକା ନିକଟରୁ ଟ୍ୟାଙ୍କ, ଏୟାର ଡିଫେନ୍ସ ଏବଂ ଆଣ୍ଟି ଟ୍ୟାଙ୍କ ମିସାଇଲ୍‌ ବ୍ୟବସ୍ଥା କିଣୁଥିବା କହିଛି। ଏହି ଚୁକ୍ତି କାର୍ଯ୍ୟକାରୀ ହେଲେ ଓ୍ବାଶିଂଟନ୍‌ ଏବଂ ବେଜିଂ ମଧ୍ୟରେ ବ୍ୟବସାୟିକ ତିକ୍ତତା ବୃଦ୍ଧି ପାଇବ। ଏହି ଚୁକ୍ତି କାର୍ଯ୍ୟକାରୀ ହେଲେ ତାଇଓ୍ବାନ ୧୦୮ଟି କଟିଙ୍ଗ ଏଜ୍‌ ଏମ୍‌ ୧ଏ୨ ଆବ୍ରାମ୍‌ସ ଟ୍ୟାଙ୍କ, ୧୨୪୦ଟି ଟୋ ଆଣ୍ଟି ଆର୍ମର ମିଶାଇଲ, ୪୦୯ଟି ଜାଭେଲିନ୍‌ ଆଣ୍ଟି ଟ୍ୟାଙ୍କ ମିଶାଇଲ ଏବଂ ୨୫୦ଟି ଷ୍ଟିଙ୍ଗର କିଣିବ। ଏହା ସହିତ ୬୬ଟି ଏଫ୍‌-୧୬ ଲଢୁଆ ଯୁଦ୍ଧ ବିମାନ କିଣିବାର ଯୋଜନା ମଧ୍ୟ ରହିଛି।

america defence taiwan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026

ୟୁପି ରାଜନୀତିରେ ନୂଆ ହଲଚଲ! ରାଜ୍ୟସଭା ନିର୍ବାଚନ ପୂର୍ବରୁ ବଦଳିବ କି ଭୋଟ୍ ସମୀକରଣ?

October 6, 2026

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026
Latest News

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026

‘କେଜିପି୨୧’ ଜନ୍ମ ଦେଲା ୫ ଚିତା ଶାବକ: ୬୦ରେ ପହଞ୍ଚିଲା ଚିତା ସଂଖ୍ୟା

October 6, 2026

ୟୁପି ରାଜନୀତିରେ ନୂଆ ହଲଚଲ! ରାଜ୍ୟସଭା ନିର୍ବାଚନ ପୂର୍ବରୁ ବଦଳିବ କି ଭୋଟ୍ ସମୀକରଣ?

October 6, 2026

ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.