Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଏୟାରପୋର୍ଟ ମେଟ୍ରୋ ଏକ୍ସପ୍ରେସ୍ ଲାଇନ୍ ଷ୍ଟେସନର ସଂପ୍ରସାରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଦିଲ୍ଲୀ ଏୟାରପୋର୍ଟ ମେଟ୍ରୋ ଏକ୍ସପ୍ରେସ୍ ଲାଇନ୍ ଷ୍ଟେସନର ସଂପ୍ରସାରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦ୍ୱାରକା ସେକ୍ଟର ୨୧ରୁ ‘ଯଶୋଭୂମି ଦ୍ୱାରକା ସେକ୍ଟର ୨୫’ ପର୍ଯ୍ୟନ୍ତ ଦିଲ୍ଲୀ ଏୟାରପୋର୍ଟ ମେଟ୍ରୋ ଏକ୍ସପ୍ରେସ ଲାଇନର ସଂପ୍ରସାରଣକୁ ଉଦଘାଟନ କରିଛନ୍ତି। ନୂତନ ମେଟ୍ରୋ ଷ୍ଟେସନରେ ତିନୋଟି ସବଓ୍ବେ ରହିବ – ଏକ ୭୩୫ ମିଟର ଲମ୍ବା ସବଓ୍ବେ ଯାହା ଷ୍ଟେସନକୁ ପ୍ରଦର୍ଶନୀ ହଲ୍ , କନଭେନସନ୍ ସେଣ୍ଟର ଏବଂ ସେଣ୍ଟ୍ରାଲ ଏରିନା କୁ ସଂଯୋଗ କରେ; ଦ୍ୱାରକା ଏକ୍ସପ୍ରେସୱେ ଦେଇ ପ୍ରବେଶ/ପ୍ରସ୍ଥାନକୁ ସଂଯୋଗ କରୁଥିବା ଅନ୍ୟ ଏକ; ତୃତୀୟଟି ମେଟ୍ରୋ ଷ୍ଟେସନକୁ ‘ଯଶୋଭୂମି’ର ଭବିଷ୍ୟତର ପ୍ରବେଶ ପଥ ସହିତ ସଂଯୋଗ କରୁଛି।

ଦିଲ୍ଲୀ ମେଟ୍ରୋ ଏୟାରପୋର୍ଟ ଏକ୍ସପ୍ରେସ ଲାଇନରେ ମେଟ୍ରୋ ଟ୍ରେନର ବେଗ ଘଣ୍ଟାପ୍ରତି ୯୦ରୁ ୧୨୦ କିଲୋମିଟରକୁ ବୃଦ୍ଧି ପାଇବ, ଯାହା ଦ୍ୱାରା ଯାତ୍ରା ସମୟ ହ୍ରାସ ପାଇବ। ‘ନୂଆଦିଲ୍ଲୀ’ରୁ ‘ଯଶୋଭୂମି ଦ୍ୱାରକା ସେକ୍ଟର ୨୫’ ପର୍ଯ୍ୟନ୍ତ ଯାତ୍ରା ପାଇଁ ପ୍ରାୟ ୨୧ ମିନିଟ୍ ସମୟ ଲାଗିବ।

ଧୌଲା କୁଆଁ ମେଟ୍ରୋ ଷ୍ଟେସନରୁ ମେଟ୍ରୋ ଯୋଗେ ପ୍ରଧାନମନ୍ତ୍ରୀ ଯଶୋଭୂମି ଦ୍ୱାରକା ସେକ୍ଟର ୨୫ ମେଟ୍ରୋ ଷ୍ଟେସନରେ ପହଞ୍ଚିଥିଲେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି:

‘‘ଦିଲ୍ଲୀ ମେଟ୍ରୋରେ ସମସ୍ତଙ୍କ ମୁହଁରେ ହସ! ଯଶୋଭୂମି କନଭେନସନ୍ ସେଣ୍ଟରର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିବା ପାଇଁ ଦ୍ୱାରକା ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା କରିଥିଲେ।’’

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ଦ୍ୱାରକା ଯିବା ଏବଂ ଫେରିବା ଏକ ସ୍ମରଣୀୟ ମେଟ୍ରୋ ଯାତ୍ରା, ଯାହା ବିଭିନ୍ନ ବର୍ଗର ସହଯାତ୍ରୀଙ୍କ ଦ୍ୱାରା ଆହୁରି ସ୍ୱତନ୍ତ୍ର ହୋଇଛି।’’

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026
Latest News

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.