Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଣନ୍ତୁ ଘରେ କେଉଁ ରଂଗର ଗଣେଷ ମୂର୍ତ୍ତି ପୂଜା କଲେ ମିଳିବ ସଫଳତା
ଆଜିର ଖବର

ଜାଣନ୍ତୁ ଘରେ କେଉଁ ରଂଗର ଗଣେଷ ମୂର୍ତ୍ତି ପୂଜା କଲେ ମିଳିବ ସଫଳତା

September 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
sri-ganesh
ଜାଣନ୍ତୁ ଘରେ କେଉଁ ରଂଗର ଗଣେଷ ମୂର୍ତ୍ତି ପୂଜା କଲେ ମିଳିବ ସଫଳତା
ଭୁବନେଶ୍ବର: ପ୍ରତ୍ୟେକ ପୂଜାରେ ପ୍ରଥମେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ। ଘର ହେଉ କି ବ୍ୟବସାୟ ଅଥବା ମାଙ୍ଗଳିକ ଉତ୍ସବ, ସବୁଠି ଶ୍ରୀଗଣେଶଙ୍କ ପୂଜା ପ୍ରଥମେ କରାଯାଇଥାଏ। ତେବେ ଆସନ୍ତୁ ଜାଣିବା କେଉଁ ରଙ୍ଗର ଗଣେଶଙ୍କ ମୂର୍ତ୍ତି ପୂଜା କରିବା ଦ୍ବାରା କ’ଣ ମିଳିଥାଏ।

ଲାଲ୍‌ ରଙ୍ଗର ଗଣେଶଙ୍କୁ ପୂଜା କରିବା ଦ୍ବାରା ଶୁଭ ଫଳ ମିଳିଥାଏ। କୁହାଯାଏ ଯେ, ଯେତେବେଳେ ଶିର କାଟ ପରେ ପରେ ଶ୍ରୀଗଣେଶଙ୍କର ହାତୀ ମୁଣ୍ଡ ଲଗାଇବା ଦ୍ବାରା ନୂତନ ଜୀବନ ମିଳିଥିଲା। ଏହି ସମୟରେ ମାତା ପାର୍ବତୀ ଗଣେଶଙ୍କୁ ଦେଖି କହିଥିଲେ ତାଙ୍କ ମୁଖରେ ସିନ୍ଦୂର ଦେଖିଥିବାର କହିଥିଲେ। ଏଥିପାଇଁ ସର୍ବଦା ଶ୍ରୀଗଣେଶଙ୍କ ପୂଜା କରିବା ସମୟରେ ତାଙ୍କ ମୁଣ୍ଡରେ ସିନ୍ଦୂର ଦେଇ ପୂଜା କରାଯାଇଥାଏ। ପ୍ରାୟତଃ ମନ୍ଦିରରେ ଲାଲରଙ୍ଗରେ ସଜ୍ଜିତ ଗଣେଶଙ୍କ ମୂର୍ତ୍ତି ପୂଜା କରା ଯାଇଥାଏ।

ଶ୍ରୀତତ୍ତ୍ବନିଧି ଗ୍ରନ୍ଥରେ ୩୨ ଗଣପତିଙ୍କ ନାମ ଓ ରୂପର ବର୍ଣ୍ଣନ ରହିଛି। ଏଥିରେ ୧୫ ଗଣପତି ହେଉଛନ୍ତି – ବାଲ ଗଣପତି, ତରୁଣ ଗଣପତି, ବୀର ଗଣପତି, କ୍ଷିପ୍ର ଗଣପତି, ମହା ଗଣପତି, ବିଜୟ ଗଣପତି, ଏକାକ୍ଷର ଗଣପତି, ବର ଗଣପତି, କ୍ଷିପ୍ରପ୍ରସାଦ ଗଣପତି, ସୃଷ୍ଟି ଗଣପତି, ଉଦ୍ଦଣ୍ଡ ଗଣପତି, ଢୁଣ୍ଡି ଗଣପତି, ତ୍ରିମୁଖ ଗଣପତି, ଯୋଗ ଗଣପତି ଓ ସଂକଟ ହର ଗଣପତି ଲାଲ୍‌ ରଙ୍ଗର।

ତେବେ ଯେଉଁମାନେ ଧନ ପ୍ରାପ୍ତ ପାଇଁ ସର୍ବଦା ସବୁଜ ରଙ୍ଗର ଗଣେଶ ମୂର୍ତ୍ତିଙ୍କର ପୂଜା କରିବା ଆବଶ୍ୟକ। ଦକ୍ଷିଣ ଭାରତ ମନ୍ଦିରରେ ସବୁଜ ରଙ୍ଗର ଗଣେଶଙ୍କ ମୂର୍ତ୍ତି ଥିବା ଦେଖାଯାଇଥାଏ। ଯେଉଁଠି ହରିଦ୍ରା ବର୍ଣ୍ଣର ଗଣପତି ବିରାଜମାନ କରିଥାନ୍ତି। ଯଦି ଆପଣ ମୋକ୍ଷ ପାଇବାକୁ ଚାହୁଁଥାନ୍ତି ବା ସଂସାରରୁ ମୁକ୍ତି ପାଇବାକୁ ଇଚ୍ଛା ରଖୁଥାନ୍ତି ତେବେ ଶ୍ବେତ ବର୍ଣ୍ଣ ଅର୍ଥାତ୍‌ ଧଳା ରଙ୍ଗର ଗଣେଶଙ୍କ ମୂର୍ତ୍ତି ଅବା ଫଟୋର ପୂଜା କରନ୍ତୁ। ଧଳା ରଙ୍ଗର ଗଣେଶଙ୍କ ମୂର୍ତ୍ତି କିମ୍ବା ଫଟୋକୁ ତିନି ପର୍ଯ୍ୟାୟରେ ଆରଧନା କରିବା ଦ୍ବାରା ମୋକ୍ଷ ମିଳିଥାଏ।

ତେବେ କିଛି କିଛି ଜାଗାରେ ଗଣେଶଜୀଙ୍କ କଳା, ହଳଦିଆ, ସୁନେଲୀ ଆଦି ରଙ୍ଗର ମୂର୍ତ୍ତି ମିଳିଥାଏ। ଏହି ସମସ୍ତ ରଙ୍ଗର ଗଣପତିଙ୍କୁ ଭିନ୍ନ ଭିନ୍ନ ଉଦ୍ଦେଶ୍ୟ ପାଇଁ ପୂଜା କରାଯାଇଥାଏ।

Ganesh ଗଣେଷ ଗଣେଷ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026
Latest News

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.