Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସାମିଲି ହେଲେ ବିଜେଡି ସାଂସଦ ମମତା ମହନ୍ତ
ଆଜିର ଖବର

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସାମିଲି ହେଲେ ବିଜେଡି ସାଂସଦ ମମତା ମହନ୍ତ

September 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ସାଂସଦ ମମତା ମହନ୍ତ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ହେଲେ ସାମିଲି

ନୂଆଦିଲ୍ଲୀ: ବିଜେଡି ସାଂସଦ ମମତା ମହନ୍ତ ରାଜ୍ୟସଭାର ଉପାଧ୍ୟକ୍ଷ ପ୍ୟାନେଲରେ ସାମିଲି ହୋଇଛନ୍ତି। ଆଜି ସ୍ବତନ୍ତ୍ର ଅଧିବେସନରେ ଏହା ଘୋଷଣା କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର। ମମତାଙ୍କ ସହିତ ଆଜି ଆଠଜଣ ସାଂସଦଙ୍କୁ ନୂଆ ପ୍ୟାନେଲରେ ସାମିଲ କରାଯାଇ ଏହାର ପୁନଃଗଠନ କରାଯାଇଛି। ଏଥିରେ ଚାରି ଜଣ ମହିଳା ସଦସ୍ୟା ଅଛନ୍ତି।

ମମତାଙ୍କ ସହିତ ଯେଉଁ ମହିଳା ସାଂସଦ ସାମିଲି ହୋଇଛନ୍ତି ସେମାନେ ହେଲେ ବିଜେପିର କାନ୍ତ କରଡାମ, ସୁମିତ୍ରା ବାଲମିକ ଏବଂ ଗୀତା ଓରଫ ଚନ୍ଦ୍ରପ୍ରଭା। ଏହି ଚାରିଜଣଙ୍କୁ ନିଯୁକ୍ତି ଦିଆଯାଇ ପଚାଶ ପ୍ରତିଶତ ମହିଳା ସଂରକ୍ଷଣ କରାଯାଇଛି ବୋଲି ଅଧ୍ୟକ୍ଷ କହିଥିଲେ।

ବିଜେଡ଼ି ସାଂସଦ ମମତା ମହନ୍ତ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.