Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଭୃ ଶ୍ରୀଗଣେଷଙ୍କୁ କେଉଁ ଭୋଗ ଅର୍ପଣ କଲେ ସେ ହୋଇଥାଆନ୍ତି ପ୍ରସନ୍ନ, କରନ୍ତି ଆଶୀର୍ବାଦ
ଆଜିର ଖବର

ପ୍ରଭୃ ଶ୍ରୀଗଣେଷଙ୍କୁ କେଉଁ ଭୋଗ ଅର୍ପଣ କଲେ ସେ ହୋଇଥାଆନ୍ତି ପ୍ରସନ୍ନ, କରନ୍ତି ଆଶୀର୍ବାଦ

September 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Ganesh chaturthy
ଗଣେଶ ଚତୁର୍ଥୀରେ କେଉଁ ମୁହୂର୍ତ୍ତରେ ଗଣପତି ମୂର୍ତ୍ତି ଘରକୁ ଆଣିବା, ଜାଣନ୍ତୁ ଶୁଭ ସମୟ

ଭୁବନେଶ୍ବର: ଗଣେଶ ଚତୁର୍ଥୀଠାରୁ ଭଗବାନ ଶ୍ରୀଗଣେଶଙ୍କୁ ୧୦ଦିନ ଧରି ପୂଜା କରାଯାଇଥାଏ। କେତେକ ରାଜ୍ୟରେ ଏହି ଗଣେଶ ପର୍ବ କେବଳ ତିନି ଦିନ ଧରି ଚାଲିଥାଏ ଏବଂ ଏହା ପରେ ବିସର୍ଜନ କରାଯାଇଥାଏ। ୧୦ ଦିନ ଧରି ଚାଲିଥିବା ଏହି ପର୍ବରେ ଅର୍ଥାତ୍ ଅନନ୍ତ ଚତୁର୍ଦଶୀ ବା ଅନନ୍ତ ବ୍ରତ ପର୍ଯ୍ୟନ୍ତ ପାଳନ କରାଯାଇଥାଏ।

ତେବେ ଭଗବାନ ଗଣେଷ ବେଶ୍ ଖାଦ୍ୟ ପ୍ରିୟ। ତାଙ୍କର ଭୋଗ ମଧ୍ୟରେ ରହିଛି ସ୍ବତନ୍ତ୍ରତା। ବିଶେଷ ଭାବେ ସେ ମିଠା ଜାତୀୟ ଭୋଗକୁ ବେଶ ପସନ୍ଦ କରିଥାନ୍ତି। ସେଥିପାଇଁ ସେ ସବୁବେଳେ ହାତରେ ଏକ ଲଡୁ ଧରିଥାନ୍ତି। ଏଥିସହିତ ଗଣେଷଙ୍କ ଆଉ କିଛି ପ୍ରିୟ ଭୋଗ ରହିଛି। ଆସନ୍ତୁ ସେ ସଂପର୍କରେ କିଛି ଜାଣିବା।

୧- ମୋଦକ ଲଡୁ: ମୋଦକ ଲଡୁ ଗଣେଶଙ୍କ ପାଇଁ ଅତ୍ୟନ୍ତ ପ୍ରିୟ। ମୋଦକ ମଧ୍ୟ ଅନେକ ଭିନ୍ନ ଉପାୟରେ ତିଆରି ହୋଇଥାଏ। ମହାରାଷ୍ଟ୍ରରେ, ବିଶେଷକରି ଗଣେଶ ପୂଜା ଅବସରରେ, ଘରେ ବିଭିନ୍ନ ପ୍ରକାରର ମୋଦକ ତିଆରି କରାଯାଏ।

୨- ବୁନ୍ଦି ଲଡୁ: ମୋଦକ ପରେ ଗଣେଶ ମଧ୍ୟ ନୈବ୍ୟଦ ଆକାରରେ ବୁନ୍ଦି ଲଡୁ ପ୍ରଦାନ କରାଯାଇଥାଏ। ଏହା ମଧ୍ୟ ଗଣେଷଙ୍କ ବେଶ୍ ପ୍ରିୟ। ସେ ଶୁଦ୍ଧ ଘିଅରୁ ପ୍ରସ୍ତୁତ ଏହି ମଇଦା ଲଡୁକୁ ପସନ୍ଦ କରନ୍ତି।

୩- ନଡ଼ିଆ ଚାଉଳ: ଏହା ଦକ୍ଷିଣ ଭାରତରେ ତିଆରି ହୁଏ। ଚାଉଳକୁ ନଡ଼ିଆ କ୍ଷୀର କିମ୍ବା ପାଣିରେ ଭିଜାଇ କିମ୍ବା ଚାଉଳ ସହିତ ମିଶାଇ ରନ୍ଧାଯାଇଥାଏ। ଏହା କେବଳ ଗଣେଷ ପୂଜା ଦିନ ପ୍ରସ୍ତୁତ କରାଯାଇଥାଏ।

୪- ଖୁଆ ପେଡା: ଏହା କ୍ଷୀରରେ ତିଆରି ଏକ ମହାରାଷ୍ଟ୍ରୀୟ ଖାଦ୍ୟ। ଏହାର ଆକାର ଗୋଲାକାର।

୫- ପଞ୍ଚାମୃତ: ପଞ୍ଚାମୃତ ମଧ୍ୟ ଗଣେଷଙ୍କର ପ୍ରିୟ ଅଟେ। ସାଧାରଣତଃ ବିଭିନ୍ନ ପୂଜାରେ ଖିର, ଦହି, ଘିଏ ମହୁ ଏବଂ ଗୁଡ ରେ ପ୍ରସ୍ତୁ ଏହା ଏକ ଭିନ୍ନ ଭୋଗ।

୬- ରସାବଳି: ରସାବଳି ମଧ୍ୟ ଶ୍ରୀଗଣେଷଙ୍କ ଅତି ପ୍ରିୟ ଭୋଗ। ଏହା ମଧ୍ୟ ସମସ୍ତେ ଘରେଘରେ ପ୍ରସ୍ତୁତ କରିଥାନ୍ତି। କଦଳୀ ଖିର ଏବଂ ମିଠା ମିଶାଇ ତାହାକୁ ଚକଡି ଏହାକୁ ପ୍ରସ୍ତୁତ କରାଯାଇଥାଏ।

୭- ପାଏସ ବା ଖିରୀ: ଏହି ଭୋଗ ମଧ୍ୟ ଗଣେଷଙ୍କର ପ୍ରିୟ। ଏହାକୁ ମଧ୍ୟ ସମସ୍ତେ ଘରେ ପ୍ରସ୍ତୁତ କରିଥାନ୍ତି। ହେଲେ ଏହା ଭୋଜି ଖିରୀ ପରି କରାଯିବ ନାହିଁ। ଏହାକୁ ମୁଗ ଖିରୀ ବୋଲି କୁହାଯାଏ। ଅର୍ଥାତ ଏହାକୁ ମୁଗ, ଖିରୀ ଚାଉଳ, ଖିର ଏବଂ ମିଠା ଦ୍ବାରା ପ୍ରସ୍ତୁତ ହୋଇଥାଏ।

୮- ନଡିଆ: ଭଗବାନ ଗଣେଷଙ୍କ ପ୍ରିୟ ହେଉଛି ନଡିଆ। ସେଥିପାଇଁ ସ୍କୁଲରେ ଗଣେଷ ପୂଜା ବେଳେ ନଡିଆ ବାଡାଇବା ପରଂପରା ରହିଛି। ସେଥିପାଇଁ ଗଣେଷ ପୂଜାରେ ନଡିଆ ଭୋଗ ନିଶ୍ଚିତ କରାଯାଇଥାଏ।

ଆଶୀର୍ବାଦ ଗଣେଶ ଚତୁର୍ଥୀ ଗଣେଷ ପୂଜା ଗଣେଷଙ୍କ ପ୍ରିୟ ଭୋଗ ପ୍ରଭୃ ଶ୍ରୀଗଣେଷ ଶ୍ରଗଣେଷ
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.