Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଁ ଓ ଦୁଇ ଜାଆଁଳା ପୁଅଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ
ଆଜିର ଖବର

ମାଁ ଓ ଦୁଇ ଜାଆଁଳା ପୁଅଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ

September 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶେରଗଡ଼ ଥାନା ଅନ୍ତର୍ଗତ ଶ୍ରୀ ରାମ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଜନୈକା ଶିକ୍ଷୟିତ୍ରୀ ସବିତା ବେହେରା ଓ ତାଙ୍କର ଦୁଇ ଜାଆଁଳା ପୁଅ ଙ୍କ ମୃତ୍ୟୁ ଖବର ସାରା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।

ଘଟଣାରୁ ପ୍ରକାଶ ଯେ, ମୃତ ସବିତା ଶେରଗଡ଼ ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ଓ ସେ ଶେରଗଡ଼ ବାଇପାସ୍ ରାସ୍ତା ଶ୍ରୀ ରାମ ନଗରରେ ଏକ ଭଡ଼ା ଘରେ ପରିବାର ସହ ରହୁଛନ୍ତି। ଗତକାଲି ତାଙ୍କ ସ୍ବାମୀ ପ୍ରସନ୍ନ କୁମାର ବେହେରା ନିଜର ଓ ଦୁଇ ପୁଅର ପେଟ ଗୋଳମାଳ ଦର୍ଶାଇ ଡାକ୍ତରଖାନାକୁ ଯାଇ ଔଷଧ ଆଣିଥିଲେ ଓ ପରେ ଦୁଇ ପିଲାର ଦେହ ଖରାପ ବୋଲି ଡାକ୍ତରଖାନା କୁ ନେଇଥିଲେ। କିନ୍ତୁ ଡାକ୍ତର ଉକ୍ତ ଦୁଇ ବାଳକଙ୍କୁ ମୃତ ଘୋଷଣା କରିଥିଲେ। ତ

ତ୍ ସଙ୍ଗେ ସଙ୍ଗେ ପତ୍ନୀ ସବିତାର ମ୍ରୁତ୍ୟୁ ଘଟିଛି ବୋଲି ଜଣିପଡିବା ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପତ୍ନୀ ସବିତା ଓ ଦୁଇ ପୁଅଙ୍କ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇବା ପରେ ସବିତାଙ୍କ ଭାଇର ଅଭିଯୋଗକୁ ଭିତ୍ତି କରି ସ୍ବାମୀ ପ୍ରସନ୍ନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛନ୍ତି। ଏଥି ସହିତ ଆସ୍କା ଡି ଏସ୍ ପି ଓ ଗଞ୍ଜାମ ଜିଲ୍ଲା ଏସ୍ ପି ଜଗମୋହନ ମୀନା ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

ଶେରଗଡ଼ ଥାନା ହତ୍ୟା  ସନ୍ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୨ତମ ପ୍ରଗତି ବୈଠକ ଅନୁଷ୍ଠିତ

June 25, 2026

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.