Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଆୟର୍-ଅଶ୍ୱିନ୍ ଙ୍କ ଉପରେ ନଜର, ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ
ଆଜିର ଖବର

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଆୟର୍-ଅଶ୍ୱିନ୍ ଙ୍କ ଉପରେ ନଜର, ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

September 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତର ପରବର୍ତ୍ତୀ ଟି-୨୦ ଅଧିନାୟକ ହେବା ପ୍ରାୟ ନିଶ୍ଚିତ
ଭାରତର ପରବର୍ତ୍ତୀ ଟି-୨୦ ଅଧିନାୟକ ହେବା ପ୍ରାୟ ନିଶ୍ଚିତ

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ଟି ODI ମ୍ୟାଚ୍ ଖେଳାଯିବ। ବିଶ୍ୱକପ ପୂର୍ବରୁ ଭାରତ-ଅଷ୍ଟ୍ରେଲିଆ ସିରିଜ୍ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଭାରତ-ଅଷ୍ଟ୍ରେଲିଆ ODI ସିରିଜର ପ୍ରଥମ ମ୍ୟାଚ୍ ମୋହାଲିରେ ଖେଳାଯିବ। ଆଜି ଉଭୟ ଦଳ ମୁହାଁମୁହିଁ ହେବେ। ଏଥି ସହିତ, ଏହି ମ୍ୟାଚ୍ ଭାରତୀୟ ସମୟ ଅପରାହ୍ନ ୧.୩୦ ରେ ଆରମ୍ଭ ହେବ। ଦଳର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲିଙ୍କ ଭଳି ଖେଳାଳିଙ୍କ ଏହି ମ୍ୟାଚରେ ଖେଳିବେ ନାହିଁ। ପ୍ରଥମ ODI ମ୍ୟାଚ୍ ରେ ଉଭୟ ଦଳର ଖେଳାଳି ଏକାଦଶ କ’ଣ ହୋଇପାରେ?

ଭାରତୀୟ ଦଳର ସମ୍ଭାବ୍ୟ ଖେଳାଳି ଏକାଦଶ:

ରୁତୁରାଜ ଗାଇକୱାଡ, ଶୁବମାନ ଗିଲ, ଇଶାନ କିଶନ, କେ.ଏଲ ରାହୁଲ (ଅଧିନାୟକ), ଶ୍ରେୟସ ଆୟର, ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ଶ୍ରାଦ୍ଧୁଳ ଠାକୁର ମହମ୍ମଦ ଶାମି ଏବଂ ଜସପ୍ରୀତ ବୁମ୍ରା।

ଅଷ୍ଟ୍ରେଲିଆର ସମ୍ଭାବ୍ୟ ଖେଳାଳି ଏକାଦଶ:

ଡେଭିଡ ୱାର୍ନର, ମିଚେଲ ମାର୍ଶ, ଷ୍ଟିଭ ସ୍ମିଥ, ମାର୍ନୁସ ଲାବୁସାଗ୍ନେ, ଆଲେକ୍ସ କେରି (ୱିକେଟ କିପର), କ୍ୟାମେରନ୍ ଗ୍ରୀନ୍, ମାର୍କସ୍ ଷ୍ଟୋଇନିସ୍, ପ୍ୟାଟ୍ କମିନ୍ସ, ଜୋସ୍ ହଜଲେଉଡ୍, ଆଦମ ଜାମ୍ପା ଏବଂ ତନଭୀର ସାଙ୍ଘା।

ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ଭାରତ ସମ୍ଭାବ୍ୟ ଖେଳାଳି ଏକାଦଶ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026

ବସ୍ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ, ୧୫ରୁ ଅଧିକ ଆହତ

June 14, 2026

‘ପ୍ରତିରୋଧ ହିଁ ସବୁଠାରୁ ବଡ଼ ଅସ୍ତ୍ର’: ଇଣ୍ଡିଆ ମେଣ୍ଟକୁ ରାହୁଲଙ୍କ ବାର୍ତ୍ତା

June 14, 2026

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026
Latest News

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026

ବସ୍ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ, ୧୫ରୁ ଅଧିକ ଆହତ

June 14, 2026

‘ପ୍ରତିରୋଧ ହିଁ ସବୁଠାରୁ ବଡ଼ ଅସ୍ତ୍ର’: ଇଣ୍ଡିଆ ମେଣ୍ଟକୁ ରାହୁଲଙ୍କ ବାର୍ତ୍ତା

June 14, 2026

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.