ଭୁବନେଶ୍ଵର: ଆଜି ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇପଡିଛି। ସେ ଦୀର୍ଘ ଦିନ ହେଲା କର୍କଟ ରୋଗରେ ପିଡିତ ଥିଲେ। ବର୍ତ୍ତମାନ ଭୁବନେଶ୍ଵରସ୍ଥିତ ଘରୋଇ ହସ୍ପିଟାଲରେ ସେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଭେଣ୍ଟଲିଟରରେ ରଖାଯାଇଥିବା ସୂଚନା ମିଳିଛି। ଶାନ୍ତିଲତା ବାରିକ
‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବSeptember 10, 2025