Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ଆଇନଜୀବି ସମ୍ମୀଳନୀରେ ବ୍ରହ୍ମପୁର ର ଦୁଇ ଆଇନଜୀବି ଙ୍କ ଯୋଗଦାନ
ଆଜିର ଖବର

ଅନ୍ତର୍ଜାତୀୟ ଆଇନଜୀବି ସମ୍ମୀଳନୀରେ ବ୍ରହ୍ମପୁର ର ଦୁଇ ଆଇନଜୀବି ଙ୍କ ଯୋଗଦାନ

September 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଆଇନଜୀବି ସମ୍ମିଳନୀରେ ରାଜ୍ୟ ଆଇନଜୀବି ପରିଷଦ ସଦସ୍ୟ ସଂଜୀତ ପାଣିଗ୍ରାହୀ ଓ ସର୍ବୋଚ୍ଚ ନ୍ୟାୟାଳୟ ସଦସ୍ୟ ତଥା ଯୁବ ଆଇନଜୀବି ଶିବରାମ ପାତ୍ର ଯୋଗ ଦେଇଛନ୍ତି। ତେବେ ସଂଜିବ କୁମାର ପାଣିଗ୍ରାହୀଙ୍କ ଘର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ଗୋପବନ୍ଧୁ ନଗର ହୋଇଥିବା ବେଳେ ଶିବରାମ ପାତ୍ରଙ୍କ ଘର ବ୍ରହ୍ମପୁରସ୍ଥିତ ଆର୍ ଟି କଲୋନୀରେ ଅଟେ।

ସୁଚନା ଥାଉକି ଉକ୍ତ କାର୍ଯ୍ୟକ୍ରମରେ ବହୁ ଦେଶ ବିଦେଶର ଆଇନଜୀବି, ବିଚାରପତି ଯୋଗ ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵାରା ଉଦଘାଟନ କାର୍ଯ୍ୟକ୍ରମ ରହିଛି। ଏବଂ ଏଥିରେ ଗୃହମନ୍ତ୍ରୀ ଅମିତ୍ ଶାହା ଅତିଥି ଭାବେ ଯୋଗ ଦେଇଛନ୍ତି।

ନରେନ୍ଦ୍ର ମୋଦି ବିଜ୍ଞାନ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ବଜାରରେ ଆସାମ ଚା’ର ପ୍ରସିଦ୍ଧି ଏବଂ ସଫଳ ଯାତ୍ରା ଅନୁଧ୍ୟାନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 22, 2026

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬

September 22, 2026

ପେଜାୱର ମଠର ଶ୍ରଦ୍ଧେୟ ସନ୍ଥ ବିଶ୍ୱପ୍ରସନ୍ନ ତୀର୍ଥ ସ୍ୱାମୀ ଜୀଙ୍କୁ ଭେଟିଲେ ଗୃହମନ୍ତ୍ରୀ

September 22, 2026

ଆଜି ସେପ୍ଟେମ୍ବର ୨୨ ତାରିଖରେ ନଅଟି ରାଶିର ବ୍ୟକ୍ତିଙ୍କ ଉପରେ ହେବ କୃପା ବୃଷ୍ଟି

September 22, 2026
Latest News

୨୦ ଅକ୍ଟୋବର ୨୦୨୬ରୁ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତି ଲାଗୁ

September 22, 2026

ଲାଞ୍ଚ ଅଭିଯୋଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ: କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମାର୍କେଟିଂ ଅଧିକାରୀ ନିଲମ୍ବିତ

September 22, 2026

ବିଶ୍ୱ ବଜାରରେ ଆସାମ ଚା’ର ପ୍ରସିଦ୍ଧି ଏବଂ ସଫଳ ଯାତ୍ରା ଅନୁଧ୍ୟାନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 22, 2026

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬

September 22, 2026

ପେଜାୱର ମଠର ଶ୍ରଦ୍ଧେୟ ସନ୍ଥ ବିଶ୍ୱପ୍ରସନ୍ନ ତୀର୍ଥ ସ୍ୱାମୀ ଜୀଙ୍କୁ ଭେଟିଲେ ଗୃହମନ୍ତ୍ରୀ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.