Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନ୍‌ଇଏଫ୍‌ଟି ଏବଂ ଆରଟିଜିଏସ୍‌କୁ ନିଃଶୁଳ୍କ କରିବା ପାଇଁ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି
ଆଜିର ଖବର

ଏନ୍‌ଇଏଫ୍‌ଟି ଏବଂ ଆରଟିଜିଏସ୍‌କୁ ନିଃଶୁଳ୍କ କରିବା ପାଇଁ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି

June 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏଣିକି ବ୍ୟାଙ୍କ୍‌ ଆକାଉଣ୍ଟଧାରୀଙ୍କୁ ଏନ୍‌ଇଏଫ୍‌ଟି କିମ୍ବା ଆର୍‌ଟିଜିଏସ୍‌ ମାଧ୍ୟମରେ ଟଙ୍କା ପଠାଇବାକୁ ହେଲେ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ନାସନାଲ ଇଲୋକ୍‌ଟ୍ରୋନିକ୍‌ ଫଣ୍ଡ ଟ୍ରାନ୍ସଫର୍‌ (ଏନ୍‌ଇଏଫ୍‌ଟି) ଓ ରିୟଲ୍‌ ଟାଇମ୍‌ ଗ୍ରସ୍‌ ସେଟେଲ୍‌ମେଣ୍ଟ (ଆର୍‌ଟିଜିଏସ୍‌)କୁ ସମ୍ପୂର୍ଣ୍ଣ ଦେୟମୁକ୍ତ କରିବାକୁ ଘୋଷଣା କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଏ ନେଇ ସମସ୍ତ ବ୍ୟାଙ୍କକୁ ଆର୍‌ବିଆଇ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଏଇଏଫ୍‌ଟି ନିମନ୍ତେ ୧ରୁ ୫ ଟଙ୍କାର ଦେୟ ଆଦାୟ କରାଯାଉଥିବା ବେଳେ ଏନ୍‌ଇଏଫ୍‌ଟି ନିମନ୍ତେ ୫ରୁ ୫୦ ଟଙ୍କା ମଧ୍ୟରେ ଦେୟ ପ୍ରଦାନ କରିବାକୁ ପଡିଥାଏ। ୨ ଲକ୍ଷ ଟଙ୍କା କିମ୍ବା ତଦୁର୍ଦ୍ଧ୍ୱ ଟଙ୍କା ଟ୍ରାନ୍ସଫର୍‌ କରିବା ପାଇଁ ଆର୍‌ଟିଜିଏସ୍‌ ଏକ ଉତ୍ତମ ମାଧ୍ୟମ ଅଟେ। ଏନ୍‌ଇଏଫ୍‌ଟି ଦ୍ୱାରା ଅନ୍ୟ ବ୍ୟାଙ୍କ ଆକାଉଣ୍ଟ, ସଙ୍ଗଠନ କିମ୍ବା ବ୍ୟକ୍ତିଙ୍କୁ ଟଙ୍କା ପଠାଯାଇଥାଏ। ସୋମବାରରୁ ଶୁକ୍ରବାର ଯାଏ ସକାଳ ୮ଟାରୁ ସନ୍ଧ୍ୟା ୭ଟା ଏବଂ ଶନିବାର ସକାଳ ୮ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଏନ୍‌ଇଏଫ୍‌ଟି କାମ କରିଥାଏ। ଏହା ସମସ୍ତ ବ୍ୟାଙ୍କରେ ଉପଲବ୍ଧ ଅଛି। କିନ୍ତୁ ଉପରୋକ୍ତ ଦୁଇଟି ବ୍ୟବସ୍ଥା ପାଇଁ ଆବଶ୍ୟକ ଶୁଳ୍ପ ଦେବାକୁ ପଡ଼ିଥାଏ। ମାତ୍ର ଆର୍‌ବିଆଇ ଏବେ ଏହାକୁ ସମ୍ପୂର୍ଣ୍ଣ ଦେୟମୁକ୍ତ କରିବାକୁ ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।

neft rtgs taxfree thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବାପ – ଝିଅଙ୍କୁ ଧକ୍କା ଦେଲା ଆମ ବସ

June 27, 2026

ଜୁନ୍ ୨୯ ରେ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତିର ସରକାରଙ୍କୁ ଚେତାବନୀ

June 27, 2026

ଭୁବନେଶ୍ୱରରେ ପୁଣି ବ୍ରାଉନସୁଗାର କାରବାରର ପର୍ଦ୍ଦାଫାସ, ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ; ଜଣେ ଗିରଫ

June 27, 2026

ପ୍ରେମ ପ୍ରତ୍ୟାଖ୍ୟାନର ଭୟଙ୍କର ପ୍ରତିଶୋଧ! ଯୁବତୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିବା ଉଦ୍ୟମ

June 27, 2026
Latest News

ରାମ ମନ୍ଦିର ମାମଲା: ଏବେ ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ଗୁରୁତର ଅଭିଯୋଗ, ତଦନ୍ତ ଦାବି

June 27, 2026

ବାପ – ଝିଅଙ୍କୁ ଧକ୍କା ଦେଲା ଆମ ବସ

June 27, 2026

ଜୁନ୍ ୨୯ ରେ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ସମନ୍ୱୟ ସମିତିର ସରକାରଙ୍କୁ ଚେତାବନୀ

June 27, 2026

ଭୁବନେଶ୍ୱରରେ ପୁଣି ବ୍ରାଉନସୁଗାର କାରବାରର ପର୍ଦ୍ଦାଫାସ, ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ; ଜଣେ ଗିରଫ

June 27, 2026

ପ୍ରେମ ପ୍ରତ୍ୟାଖ୍ୟାନର ଭୟଙ୍କର ପ୍ରତିଶୋଧ! ଯୁବତୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିବା ଉଦ୍ୟମ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.