Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀ: ମାଲକାନାଗିରି-ଭୁବନେଶ୍ଵର ରିଲାଏନ୍ସ ବସ ଦୁର୍ଘଟଣାଗ୍ରସ୍ତ, ହେଲପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
ଆଜିର ଖବର

ନାଚୁଣୀ: ମାଲକାନାଗିରି-ଭୁବନେଶ୍ଵର ରିଲାଏନ୍ସ ବସ ଦୁର୍ଘଟଣାଗ୍ରସ୍ତ, ହେଲପର ଗୁରୁତର, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

September 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ହରିକୁଣ୍ଡ ବରଡି ଛକ ଠାରେ ସଡକ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ପିଟିଲା ରିଲାଏନ୍ସ ବସ। ଅଳ୍ପକେ ବର୍ତ୍ତିଲେ ୪୦ଜଣ ଯାତ୍ରୀ। ଏଥିରେ ୨ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଛନ୍ତି। ହେଲପର ଗୁରୁତର ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ନାଚୁଣି ପୋଲିସ ପହଞ୍ଚି ଆହତ ବ୍ୟକ୍ତି ମାନଙ୍କୁ ଚିକିତ୍ସା ପାଇଁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରିଛି।

ମାଲକାନାଗିରିରୁ ଭୁବନେଶ୍ଵର ଅଭିମୁଖେ ଯାତ୍ରୀ ମାନଙ୍କୁ ନେଇ ଯାଉଥିବା ରିଲାଏନ୍ସ ବସ୍ ଏକ ଟ୍ରକକୁ ଓଭରଟେକ କରି ଆଗକୁ ଯାଉଥିବା ବେଳେ ହଠାତ ବରଡି ଛକ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଛି। ରାସ୍ତାର ଗୋଟିଏ ପାର୍ଶ୍ଵରେ ଉଭୟ ଟ୍ରକ ଏବଂ ବସ୍ ଚାଲୁଥୁବା ଅବସ୍ଥାରେ ଟ୍ରକ ପଛକୁ ଧକ୍କା ଦେଇଥିଲା ବସ୍। ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବେଳେ ଦୁଇଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ବସର ହେଲ୍ପର ଗୁରୁତର ଆହାତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ପୋଲିସ ଉଦ୍ଧାର କରି ଅନ୍ୟ ଏକ ବସରେ ଛାଡିଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିମାନଙ୍କୁ ବାଲୁଗାଁ ଡାକ୍ତର ଖାନାକୁ ଚିକିତ୍ସା ନିମନ୍ତେ ପୋଲିସ ପଠାଇଛି।

ଜାତୀୟ ରାଜପଥ ନାଚୁଣୀ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.