Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋଜଗାର ମେଳା: ଆସନ୍ତାକାଲି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ରୋଜଗାର ମେଳା: ଆସନ୍ତାକାଲି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

September 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୬ ସେପ୍ଟେମ୍ବର, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ସମ୍ବୋଧିତ କରିବେ।

ରୋଜଗାର ମେଳା ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହେବ। ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି। ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍‍ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗ ଦେବେ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ। ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ଡିଭାଇସ୍’ ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

ନରେନ୍ଦ୍ର ମୋଦୀ ନିଯୁକ୍ତି ପତ୍ର ବଣ୍ଟନ ଭିଡିଓ କନଫରେନ୍ସିଂ ରୋଜଗାର ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.