Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟ୍‌କା : ୧୨ ବିଧାୟକ ଟିଆରଏସ୍‌ରେ ସାମିଲ୍‌ ହେବେ
ଆଜିର ଖବର

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟ୍‌କା : ୧୨ ବିଧାୟକ ଟିଆରଏସ୍‌ରେ ସାମିଲ୍‌ ହେବେ

June 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress announces pipili and khordha assembly candidate's name
congress announces pipili and khordha assembly candidate's name

ତେଲେଙ୍ଗାନାରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ଦଳର ସମସ୍ତ ୧୮ ଜଣ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ବିଧାୟକ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ଦଳ ଟିଆରଏସ୍‌ରେ ବିଲୟ ହେବାକୁ ଘୋଷଣା କରିଛନ୍ତି। ଏହି ସମ୍ବନ୍ଧୀୟ ଘୋଷଣା ପାଇଁ ଆଜି ତେଲେଙ୍ଗାନା ବିଧାନସଭାର ବାଚସ୍ପତିଙ୍କ ସହ ବିଧାୟକମାନେ ସାକ୍ଷାତ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ତେଲେଙ୍ଗାନାର ୧୮ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ବିଧାନସଭା ଅଧ୍ୟକ୍ଷଙ୍କ ସହ ସାକ୍ଷାତ୍‌ କରି ତେଲେଙ୍ଗାନା ରାଷ୍ଟ୍ର ସମିତି ବିଧାୟକ ଦଳରେ ସାମିଲ୍‌ ହେବା ପାଇଁ ଅପିଲ୍‌ କରିଛନ୍ତି। କେ. ଚନ୍ଦ୍ରଶେଖର ରାଓ ତେଲେଙ୍ଗାନାରେ ୫ ବର୍ଷ ଧରି ମୁଖ୍ୟମନ୍ତ୍ରୀ ରହିବା ପରେ ତାଙ୍କ ଲୋକପ୍ରିୟତା ବଢିବାରେ ଲାଗିଛି। ନିକଟରେ ଲୋକସଭା ନିର୍ବାଚନରେ ଟିଆରଏସ୍‌ ୧୭ଟି ସିଟ୍‌ରୁ ୯ଟି ଆସନ ହାତେଇଥିବାବେଳେ, କଂଗ୍ରେସ ଗୋଟିଏ ଓ ବିଜେପି ଚାରିଟି ଓ ଏଆଇଏମଆଇଏମ୍‌ ଗୋଟିଏ ଆସନ ଜିତିଛି।

congressmla join telengana thesamikhsya trs
Share. Facebook Twitter LinkedIn Email WhatsApp Copy Link

Related Posts

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Latest News

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.