Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗର୍ଲ୍ସ ଡିଙ୍ଗି-ଆଇଏଲସିଏ୪ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ନେହା ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ଗର୍ଲ୍ସ ଡିଙ୍ଗି-ଆଇଏଲସିଏ୪ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ନେହା ଠାକୁରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଗର୍ଲ୍ସ ଡିଙ୍ଗି-ଆଇଏଲସିଏ୪ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ନେହା ଠାକୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,  ‘ନିଷ୍ଠା ଏବଂ ଦୃଢ଼ତାର ଏକ ଚମତ୍କାର ଉଦାହରଣ! ନେହା ଠାକୁର ଗର୍ଲ୍ସ ଡିଙ୍ଗି-ଆଇଏଲସିଏ୪ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଛନ୍ତି। ତାଙ୍କ ଅସାଧାରଣ ପ୍ରଦର୍ଶନ ତାଙ୍କ ପ୍ରତିଭା ଏବଂ କଠିନ ପରିଶ୍ରମର ପ୍ରମାଣ। ତାଙ୍କୁ ଶୁଭେଚ୍ଛା ଏବଂ ତାଙ୍କ ଭବିଷ୍ୟତ ପାଇଁ ଶୁଭକାମନା।’

ASIAN GAMES-2023 ଏସୀୟ କ୍ରୀଡା ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ରୌପ୍ୟ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026

କାର ଧକ୍କାରେ ଜଣେ ସାଙ୍ଗ ମୃତ ଆଉ ଜଣେ ଗୁରୁତର

May 18, 2026

ଯାତ୍ରୀବାହୀ ଟ୍ରେନରେ ନିଆଁ

May 18, 2026

୧.୪୪ କୋଟିରୁ ଅଧିକ ପରିବାର ଦ୍ବାରା ସ୍ୱ-ଗଣନା ସଂପୂର୍ଣ୍ଣ

May 18, 2026
Latest News

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026

କାର ଧକ୍କାରେ ଜଣେ ସାଙ୍ଗ ମୃତ ଆଉ ଜଣେ ଗୁରୁତର

May 18, 2026

ଯାତ୍ରୀବାହୀ ଟ୍ରେନରେ ନିଆଁ

May 18, 2026

୧.୪୪ କୋଟିରୁ ଅଧିକ ପରିବାର ଦ୍ବାରା ସ୍ୱ-ଗଣନା ସଂପୂର୍ଣ୍ଣ

May 18, 2026

ଏଆଇବିଡି ଇଣ୍ଟରନ୍ୟାସନାଲ ମିଡିଆ ପୁରସ୍କାରରେ ସମ୍ମାନିତ ହେଲା ଆକାଶବାଣୀ ସମ୍ବଲପୁର

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.