Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ଠାରେ ୨୯ ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ଆଜିର ଖବର

ଭୁବନେଶ୍ୱର ଠାରେ ୨୯ ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

September 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ରେଳବାଇ ସୁରକ୍ଷା ବଳ ଆନୁକୂଲ୍ୟରେ ୨୯ ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟ କିଟ ଷ୍ଟାଡିୟମ ଠାରେ ଉଦ୍ଘାଟିତ ହୋଇଯାଇଅଛି।

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ.ଏସ. ବାଜୱା ଗତକାଲି ସନ୍ଧ୍ୟାରେ ରେଳବାଇ ସୁରକ୍ଷାବଳ ମହାନିରୀକ୍ଷକ ତଥା ମୁଖ୍ୟ ସୁରକ୍ଷା ଆୟୁକ୍ତ ଶ୍ରୀ ପିବିଏମ ସାନ୍ତାରାମ ଓ ଅନ୍ୟାନ ବରିଷ୍ଠ ରେଳବାଇ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟନ କରିବା ସହିତ ଆୟୋଜିତ ମାର୍ଚ୍ଚଫାଷ୍ଟରେ ଅଭିବାଦନ ଗ୍ରହଣ କରି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ।

ଚଳିତ ମାସ ୨୭ ତାରିଖରୁ ୩୦ ତାରିଖ ମଧ୍ୟରେ ଦୀର୍ଘ ଚାରିଦିନ ବ୍ୟାପି ଆୟୋଜିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ରେଳବାଇର ଆଠ ଗୋଟି ରେଳବାଇ ସୁରକ୍ଷାବଳ ହକି ଟିମ ଯଥା ଉତ୍ତର ରେଳପଥ (ନୂଆ ଦିଲ୍ଲୀ), ଦକ୍ଷିଣ ପୂର୍ବ ରେଳପଥ (କୋଲକାତା), ପଶ୍ଚିମ ରେଳପଥ (ମୁମ୍ବାଇ), ଉତ୍ତର ପୂର୍ବ ରେଳପଥ (ଗୋରଖପୁର), ଦକ୍ଷିଣ ରେଳପଥ (ଚେନ୍ନାଇ), ପଶ୍ଚିମ କେନ୍ଦ୍ରୀୟ ରେଳପଥ (ଜବଲପୁର), କେନ୍ଦ୍ରୀୟ ରେଳପଥ (ମୁମ୍ବାଇ) ଓ ରେଳବାଇ ସୁରକ୍ଷା ବଳ ସ୍ୱତନ୍ତ୍ର ବାହିନୀ (ନୂଆ ଦିଲ୍ଲୀ) ପ୍ରମୁଖ ଭାଗ ନେଇଛନ୍ତି।

୨୯ ତମ ଆନ୍ତଃ ରେଳବାଇ ସୁରକ୍ଷାବଳ ହକି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଏବଂ ଉଦଯାପନୀ ଉତ୍ସବ ଆସନ୍ତା ୩୦ ତାରିଖ (ଶନିବାର) ଦିନ ଅନୁଷ୍ଠିତ ହେବ।

ଖୋର୍ଦ୍ଧା ରୋଡ ରେଳମଣ୍ଡଳ ପୂର୍ବତଟ ରେଳପଥ ରେଳବାଇ ସୁରକ୍ଷା ବଳ ହକି ଟୁର୍ଣ୍ଣାମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

‘ପିଏମ୍ – ଭିବିଆରୱାଇ’: ପ୍ରାୟ ୨,୪୦୦ କୋଟିର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

June 17, 2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍‌ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 17, 2026

ବସୁମତି ସ୍ନାନରେ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ

June 17, 2026

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026
Latest News

‘ପିଏମ୍ – ଭିବିଆରୱାଇ’: ପ୍ରାୟ ୨,୪୦୦ କୋଟିର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

June 17, 2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍‌ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 17, 2026

ବସୁମତି ସ୍ନାନରେ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ

June 17, 2026

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ବାତିଲ ହେଲା ଟ୍ରେନ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.