Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ସୁଟର ସର୍ବଜୋତ ସିଂ, ଅର୍ଜୁନ ସିଂ ଚେମା ଏବଂ ଶିବ ନରୱାଲ ନିଜ ଦକ୍ଷତା ଏବଂ କୌଶଳ ଦ୍ୱାରା ପୂରା ଦେଶକୁ ଗୌରବାନ୍ୱିତ କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଏସୀୟ କ୍ରୀଡ଼ାରେ ଆମ ୧୦ ମିଟର ଏୟାର ପିସ୍ତଲ ପୁରୁଷ ଟିମ୍ ଦ୍ୱାରା ଆଉ ଏକ ସ୍ୱର୍ଣ୍ଣ! ସର୍ବାଜୋତ ସିଂ, ଅର୍ଜୁନ ସିଂ ଚେମା ଏବଂ ଶିବ ନରୱାଲ ସେମାନଙ୍କ ଦକ୍ଷତା ଏବଂ ସଠିକ୍ ଲକ୍ଷ୍ୟ ବଳରେ ସମଗ୍ର ଦେଶକୁ ଗର୍ବିତ କରିଛନ୍ତି। ମୁଁ ସେମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସେମାନଙ୍କ ଭବିଷ୍ୟତର ଉଦ୍ୟମ ପାଇଁ ବହୁତ ଶୁଭେଚ୍ଛା।’

ଏସୀୟ କ୍ରୀଡା ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ସୁଟିଂ
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026
Latest News

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.