Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀର ସ୍ୱତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ଗାନ୍ଧୀ ଜୟନ୍ତୀର ବିଶେଷ ଅବସରରେ ମୁଁ ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ କରୁଛି । ତାଙ୍କ କାଳଜୟୀ ଶିକ୍ଷା ଆମ ପଥକୁ ଆଲୋକିତ କରିଚାଲିଛି। ମହାତ୍ମା ଗାନ୍ଧୀଙ୍କ ପ୍ରଭାବ ବିଶ୍ୱବ୍ୟାପୀ, ସମଗ୍ର ମାନବିକତାକୁ ଏକତା ଏବଂ କରୁଣାର ଭାବନାକୁ ଆଗକୁ ବଢ଼ାଇବା ପାଇଁ ପ୍ରେରଣା ଯୋଗାଏ।

ଆମେ ସର୍ବଦା ତାଙ୍କ ସ୍ୱପ୍ନ ପୂରଣ ପାଇଁ କାର୍ଯ୍ୟ କରିବା। ତାଙ୍କ ଚିନ୍ତାଧାରା ପ୍ରତ୍ୟେକ ଯୁବକଙ୍କୁ ସେହି ପରିବର୍ତ୍ତନର ବାହକ ହେବାରେ ସକ୍ଷମ କରୁ, ଯାହାକି ସବୁବେଳେ ଏକତା ଏବଂ ସଦଭାବକୁ ପ୍ରୋତ୍ସହିତ କରିଥାଏ।’

Gandhi Jayanti ଗାନ୍ଧୀ ଜୟନ୍ତି ଗାନ୍ଧୀ ଜୟନ୍ତୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

ଅନିଲ ଅମ୍ବାନୀଙ୍କୁ ସରକାରୀ ଝଟକା: ପ୍ରତ୍ୟାହାର ହେଲା ରିଲାଏନ୍ସ କମ୍ୟୁନିକେସନ୍ସର ସ୍ପେକ୍ଟ୍ରମ୍

October 7, 2026

ମିଥୁନ ଚକ୍ରବର୍ତ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ମିଳିଲା କ୍ୟାବିନେଟ ମନ୍ତ୍ରୀର ମାନ୍ୟତା

October 7, 2026
Latest News

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନର ଲକ୍ଷ୍ୟ: ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 7, 2026

ଅନିଲ ଅମ୍ବାନୀଙ୍କୁ ସରକାରୀ ଝଟକା: ପ୍ରତ୍ୟାହାର ହେଲା ରିଲାଏନ୍ସ କମ୍ୟୁନିକେସନ୍ସର ସ୍ପେକ୍ଟ୍ରମ୍

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.