Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ପାଇଁ ଅଲୋଡା ହୋଇଗଲେ କି ରାଣୀ ମା?
ଆଜିର ଖବର

କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ପାଇଁ ଅଲୋଡା ହୋଇଗଲେ କି ରାଣୀ ମା?

October 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୋଦଳା ଏନ୍ ଏ ସି ର ବିଭିନ୍ନ ୱାର୍ଡ଼ରେ ସୋମବାର ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ସେଥିପାଇଁ ମଧ୍ୟ ବ୍ୟାନର୍ ପ୍ରସ୍ତୁତ ହୋଇଥିଲା। ସେହି ବ୍ୟାନରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ଆସିକା ସାଂସଦ ପ୍ରମିଳା ବିଶୋଇ, କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବିଧାୟିକା ଲତିକା ପ୍ରଧାନଙ୍କ ଫୋଟ ଚିତ୍ର ଥିବା ବେଳେ ବର୍ଷିୟାନ ବିଧାୟିକା ଏବଂ ଓଡିଶା ରାଜନୀତିର ଜଣାଶୁଣା ଚେହେରା ତଥା ଖଲ୍ଲିକୋଟ ରାଣୀ ମା’ ଭି. ସୁଜ୍ଞାନ କୁମାରୀ ଦେଓ ଙ୍କ ଫୋଟ ଚିତ୍ର ଦେଖିବାକୁ ମିଳିନଥିଲା। ଏ ନେଇ ରାଣୀ ମା’ ଙ୍କ କିଛି ଦୃଢ଼ ସମର୍ଥକ ମାନେ ନିଜର ନାମକୁ ଗୋପନ ରଖି ବ୍ୟାନରରେ ରାଣୀ ମା’ ଙ୍କ ଫୋଟ ନ ଥିବା କୁ ନାପସନ୍ଦ କରିଛନ୍ତି।

ସେମାନଙ୍କ କହିବା କଥା ହେଲା ଗତ କିଛିଦିନ ତଳେ ରାଣୀ ମା’ ଙ୍କ ଜନ୍ମଦିବସ ପାଳନ ପାଇଁ ରକ୍ତ ଦାନ ଶିବିର ମାନ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଥିଲା ସେଥିରେ ରାଣୀ ମା ଙ୍କ ଫୋଟ ସହିତ ଅନ୍ୟ ମାନଙ୍କ ଫୋଟ ଥିଲା। ଏବେ କଣ ପାଇଁ ରାଣୀ ମା’ ଙ୍କ ଫୋଟ ନାହିଁ ଏବଂ ରାଣୀ ମା କଣ ଅଲୋଡା ହୋଇଗଲେ କି ବୋଲି ପ୍ରଶ୍ନ ଉଠାଇଛନ୍ତି। ଦେଖାଯାଉ ଆଗକୁ କଣ ହେଉଛି ତାହା ଦେଖବାକୁ ବାକି ରହିଲା।

କବିସୂର୍ଯ୍ୟନଗର ଗଞ୍ଜାମ ପଦଯାତ୍ରା ଭି. ସୁଜ୍ଞାନ କୁମାରୀ ଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.