ନୂଆଦିଲ୍ଲୀ: ଖାଲିସ୍ତାନୀ ସମର୍ଥକ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଜାରି ରହିଛି। ଏହି ସମୟରେ, ଆଜି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ କହିଛନ୍ତି ଯେ, ଆମେ ଏହି ବିବାଦକୁ ଆଗକୁ ନେବାକୁ ଚାହୁଁ ନାହୁଁ। କାନାଡା ଖାଲିସ୍ତାନୀ ସମର୍ଥକ ଜଷ୍ଟିନ ଟ୍ରୁଡୋ ହରଦୀପ ସିଂ ନିଜ୍ଜର
ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତDecember 20, 2025