Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୯ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ 
ଆଜିର ଖବର

୯ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ 

October 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମକୁ ଆଜି ୯ ବର୍ଷ ପୂର୍ତ୍ତି ଅବସରରେ ମନ୍ କି ବାତ୍ ରେ ଅନ୍ତର୍ଭୁକ୍ତ କେତେକ ବିଷୟବସ୍ତୁ ଏବଂ ତାହାର ସାମାଜିକ ପ୍ରଭାବ ଉପରେ ଆଲୋକପାତ କରି ଏକ ଅଧ୍ୟୟନ ସେୟାର କରିଛନ୍ତି।

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏବଂ ଆଇଆଇଏମ୍ ବେଙ୍ଗାଲୁରୁ ର ଏକ ଗବେଷଣାରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ର ୧୦୫ଟି ଏପିସୋଡର ପ୍ରଭାବକୁ ବିଶ୍ଳେଷଣ କରାଯାଇଛି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ଆଜି ‘ମନ୍ କି ବାତ୍’କୁ ୯ ବର୍ଷ ପୂରିବା ଅବସରରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏବଂ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ ପକ୍ଷରୁ ଏକ ଅଧ୍ୟୟନ କରାଯାଇଛି, ଯେଉଁଥିରେ ଅନ୍ତର୍ଭୁକ୍ତ କେତେକ ବିଷୟବସ୍ତୁ ଏବଂ ଏହାର ସାମାଜିକ ପ୍ରଭାବ ଉପରେ ଆଲୋକପାତ କରାଯାଇଛି। ଏହା ଆଶ୍ଚର୍ଯ୍ୟଜନକ ଯେ ଆମେ କିପରି ଏହି ମାଧ୍ୟମରେ ଅନେକ ଜୀବନ ଯାତ୍ରା ଏବଂ ସାମୂହିକ ପ୍ରୟାସ ପାଳନ କରିଛୁ।‘‘

ନରେନ୍ଦ୍ର ମୋଦୀ ରେଡିଓ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

‘ଆତଙ୍କବାଦ ବିରୁଦ୍ଧରେ ଶୂନ୍ୟ ସହନଶୀଳତା’: QUAD ବୈଦେଶିକ ମନ୍ତ୍ରୀମାନଙ୍କ ବୈଠକରେ ଜୟଶଙ୍କର

May 26, 2026

ଋଣ ଛାଡ କଲେ ବିଜୟ ସରକାର

May 26, 2026

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା : ୬ ମୃତ୍ୟୁ

May 26, 2026
Latest News

‘ଆତଙ୍କବାଦ ବିରୁଦ୍ଧରେ ଶୂନ୍ୟ ସହନଶୀଳତା’: QUAD ବୈଦେଶିକ ମନ୍ତ୍ରୀମାନଙ୍କ ବୈଠକରେ ଜୟଶଙ୍କର

May 26, 2026

ଋଣ ଛାଡ କଲେ ବିଜୟ ସରକାର

May 26, 2026

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା : ୬ ମୃତ୍ୟୁ

May 26, 2026

ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.