Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜି ଆର୍ ଏସ୍ ସୁଶିଲଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା?
ଆଜିର ଖବର

ଜି ଆର୍ ଏସ୍ ସୁଶିଲଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା?

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ବୁରୁଝରି ପଞ୍ଚାୟତର କନ୍ୟାରିବାଡି ଗାଁ ମୁହଁରେ ସେହି ଗ୍ରାମର ସୁଶିଲ କୁମାର ମହାନ୍ତିଙ୍କ ମୃତ ଦେହ ପଡିଛି। ଆଜି ସକାଳୁ ଗାଁ ଲୋକ ଦେଖିଥିଲେ। ଯୁବକ ଟି ମୁହଁ ମାଡି ପଡି ରହିଥିବା ହେତୁ ପ୍ରଥମେ ପରିଚୟ ଜଣା ପଡୁନଥିଲା। ପୋଲିସ ଆସିଲା ପରେ ମୃତ ଦେହଟିକୁ ଓଲଟାଇଲା ପରେ ସେହି ଗ୍ରାମର ଯୁବକ ସୁଶିଲ ବୋଲି ଜଣା ପଡ଼ିଥିଲା। ତାଙ୍କୁ କେହି ହତ୍ୟା କରି ଏଠାରେ ପକାଇଛି ନା ସେ ସେ ଆତ୍ମହତ୍ୟା କରିଛନ୍ତି ତାହା ତଦନ୍ତ ସାପେକ୍ଷ। ସେ ସାନ ଉସ୍ତାପଡା ପଞ୍ଚାୟତରେ ଜି ଆର୍ ଏସ୍ ଭାବେ କାର୍ଯ୍ୟରତ ଥିଲେ।

ଘଟଣାସ୍ଥଳରେ ବେଗୁନିଆପଡା ଭାରପ୍ରାପ୍ତ ଥାନା ଅଧିକାରୀ ସଂଗ୍ରାମ କେଶରୀ ଦେହୁରୀ ସଦଳବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏ ନେଇ କନ୍ୟାରିବାଡି ଗ୍ରାମରେ ଶୋକାକୁଳ ପରିସ୍ଥିତି ଦେଖାଦେଇଛି। ତାଙ୍କୁ କେହି ହତ୍ୟା କରି ଏଠାରେ ପକାଇଥିବା ଗ୍ରାମବାସୀ ମାନେ ସନ୍ଦେହ ପ୍ରକାଶ କରିଛନ୍ତି।

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026
Latest News

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026

ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର

September 21, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ୱଶାନ୍ତି ଦିବସ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.