Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଦଳା ଏନଏସି ରେ କେନ୍ଦ୍ର ରେଳ ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଜର୍ଦୋଷଙ୍କୁ ଭବ୍ୟ ସ୍ୱାଗତ
ଆଜିର ଖବର

କୋଦଳା ଏନଏସି ରେ କେନ୍ଦ୍ର ରେଳ ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଜର୍ଦୋଷଙ୍କୁ ଭବ୍ୟ ସ୍ୱାଗତ

October 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା କୋଦଳା ଏନ ଏ ସି ରେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଜର୍ଦୋଷଙ୍କୁ କୋଦଳା ଏନ୍ ଏ ସି ବିଜେପି ର କର୍ମକର୍ତ୍ତା ମାନେ ଭବ୍ୟ ସ୍ୱାଗତ ଜଣାଇଛନ୍ତି। କେନ୍ଦ୍ର ମନ୍ତ୍ରୀ କୋଦଳା ରେ ପହଂଚିବା ପରେ ଦଣ୍ଡେଶ୍ୱର ମନ୍ଦିର ଛକ ନିକଟରେ ଅଧ୍ୟକ୍ଷ ସୂର୍ଯ୍ୟନାରାୟଣ ନାୟକ, ଉପାଧ୍ୟକ୍ଷା ରଞ୍ଜିତା ସେଠୀ ସମେତ ଅନ୍ୟାନ୍ୟ କାଉନସିଲର ଏବଂ ବିଜେପି ର କର୍ମକର୍ତ୍ତା ମାନେ ଉତ୍ତରୀୟ ଦେଇ ସ୍ୱାଗତ ଜଣାଇବା ସହ ଏକ ବାଇକ ରାଲି ରେ କୋଦଳା ଏନଏସି ର ଦଣ୍ଡେଶ୍ୱର ମନ୍ଦିର ଛକ ଠାରୁ କୋର୍ଟ ପର୍ଯ୍ୟନ୍ତ ନେଇଥିଲେ।

ଏଥିରେ ଘୁମୁସର ଜିଲ୍ଲା ସଭାପତି ଗୋକୁଳାନନ୍ଦ ମଲ୍ଲିକ, ଯଜ୍ଞ ନାରାୟଣ ଦାଶ, ମହେଶ ମହାନ୍ତି, ମହିଳା ମୋର୍ଚ୍ଚା ସଭାନେତ୍ରୀ ମୀରା ବାଇ ଦେଓ ସମେତ ଅନ୍ୟମାନେ ଯୋଗ ଦେଇଥିଲେ।

କୋଦଳା ଅଧ୍ୟକ୍ଷ ଙ୍କ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋଦଳା ଏନଏସି ଉପାଧ୍ୟକ୍ଷା ଙ୍କ ସମେତ ବହୁ କାଉନସିଲର ଏବଂ ବିଜେପି ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଦର୍ଶନା ଜର୍ଦୋଷ ଭବ୍ୟ ସ୍ୱାଗତ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026
Latest News

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.