Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୦ ରେ ଏସୀୟ କ୍ରୀଡାରେ ଭାଗନେଇଥିବା ଦଳକୁ ଆତିଥେୟତା ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆସନ୍ତା ୧୦ ରେ ଏସୀୟ କ୍ରୀଡାରେ ଭାଗନେଇଥିବା ଦଳକୁ ଆତିଥେୟତା ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

October 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆମ କ୍ରାଡାବିତ୍ ମାନେ ଏସୀୟ କ୍ରୀଡାରେ ୧୦୦ ପଦକର ମାଇଲଖୁଣ୍ଟ ଅତିକ୍ରମ କରିଥିବାରୁ ଦେଶ ଆନନ୍ଦିତ ହୋଇଛି।

ଅକ୍ଟୋବର ୧୦ ତାରିଖରେ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଆତିଥେୟତା ପ୍ରଦାନ କରିବେ ଏବଂ ସେମାନଙ୍କ ସହିତ ଆଲୋଚନା କରିବେ।

ନରେନ୍ଦ୍ର ମୋଦୀ X ରେ ପୋଷ୍ଟ କରି କହିଛନ୍ତି ଯେ, ଏସୀୟ କ୍ରୀଡାରେ ଭାରତ ପାଇଁ ଏକ ମହତ୍ତ୍ୱପୂର୍ଣ୍ଣ ସଫଳତା!

ଭାରତର ଲୋକମାନେ ଏହି କଥାକୁ ନେଇ ଆନନ୍ଦିତ ଯେ ଆମେ ୧୦୦ ପଦକ ବିଶିଷ୍ଟ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟରେ ପହଞ୍ଚିଛୁ।

ଆମର ଅଦ୍ଭୁତ କ୍ରୀଡାବିତ୍ ମାନଙ୍କୁ ମୁଁ ମୋର ହୃଦୟରୁ ଅଭିନନ୍ଦନ ଜଣାଉଛି ଯେଉଁ ମାନଙ୍କର ଉଦ୍ୟମ ପାଇଁ ଭାରତ ଏହି ଐତିହାସିକ ମାଇଲଖୁଣ୍ଟକୁ ଛୁଇଁଛି।

ପ୍ରତ୍ୟେକ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ ଇତିହାସ ସୃଷ୍ଟି କରିଛି ଏବଂ ଆମ ହୃଦୟକୁ ଗର୍ବରେ ପରିପୂର୍ଣ୍ଣ କରିଛି।

ମୁଁ ୧୦ ତାରିଖରେ ଆମର ଏସୀୟ କ୍ରୀଡାରେ ଭାଗନେଇଥିବା ଦଳକୁ ଆତିଥେୟତା ପ୍ରଦାନ କରିବା ଏବଂ ସେମାନଙ୍କ ସହିତ ଆଲୋଚନା କରିବାକୁ ଉତ୍ସାହିତ ଅଛି।

ଏସୀୟ କ୍ରୀଡା ନରେନ୍ଦ୍ର ମୋଦୀ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.