Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କ ଗଳିତ ଶବ ଉଦ୍ଧାର
ଆଜିର ଖବର

ମହିଳାଙ୍କ ଗଳିତ ଶବ ଉଦ୍ଧାର

October 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ପୌରାଞ୍ଚଳ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପଛପଟ ବାରାହୀ ପାହାଡ଼ ବଣବୁଦା ମଧ୍ୟରୁ ଜନୈକା ମହିଳାଙ୍କ ଶବ ଉଦ୍ଧାର ହୋଇଛି। ପ୍ରଥମେ ମହିଳାଙ୍କ ଶବ ଚିହ୍ନଟ ହେଉନଥିଲା। କିନ୍ତୁ ଉକ୍ତ ମହିଳାଙ୍କ ପିନ୍ଧିଥିବା ଶାଢ଼ୀରୁ ତାର ପରିଚୟ ମିଳିଥିଲା।

ମୃତ ମହିଳାଙ୍କ ନିଜ ଘର ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କ୍ରୁପାସିନ୍ଧୁପୁର ଗ୍ରାମର ଲିଲି ନାୟକ ଓ ସେ ନିଜ ସ୍ବାମୀଙ୍କ ସହ ଏହି ୬ ନଂ ୱାର୍ଡରେ ଭଡ଼ା ଘରେ ରହୁଥିଲା। ଏହି ଗତ ୧୦ ଦିନ ହେଲା ନିଖୋଜ ଥିଲା। ଗତକାଲି ସନ୍ଧ୍ୟାରେ ଉକ୍ତ ପାହାଡକୁ କାମ କରିବାକୁ ଯାଇଥିବା କିଛି ଶ୍ରମିକ ଶ୍ରେଣୀର ଲୋକ ଦେଖି ସହରରେ ଆସି କହିବା ପରେ କିଛି ଲୋକ ଘଟଣାସ୍ଥଳରେ ପହଞ୍ଚି ପୋଲିସ କୁ ଜଣାଇଥିଲେ।

ପୋଲିସ ଓ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇବା ସହିତ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଗଞ୍ଜାମ ଜିଲ୍ଲା ଗଳିତ ଶବ ଉଦ୍ଧାର ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.