Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ହକି ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ନୂଆଦିଲ୍ଲୀରେ ହକି ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

October 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀରେ ହକି ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି।

ସେ ଟ୍ୱିଟ୍ କରି କହିଛନ୍ତି ଯେ ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ। ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ମୋର ଦୃଢ଼ ବିଶ୍ୱାସ।

dharmendrapradhan କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ଚାଷୀଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବ ଭାରତ-ଆମେରିକା ବାଣିଜ୍ୟ ରାଜିନାମା

February 10, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ ଏବେ ପୁସ୍ତକକୁ ନେଇ ପ୍ରତିକ୍ରିୟା ଦେଲେ ଜେନେରାଲ ନରବଣେ

February 10, 2026

“ଭାରତକୁ ଚଳାଉଛନ୍ତି ଚାରି ଗୁଜୁରାଟୀ”: IND vs PAK ମ୍ୟାଚ୍ ପୂର୍ବରୁ ବିଷ ଓଗାଳିଲେ ଶାହିଦ ଆଫ୍ରିଦି

February 10, 2026

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026
Latest News

ଭାରତୀୟ ଚାଷୀଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବ ଭାରତ-ଆମେରିକା ବାଣିଜ୍ୟ ରାଜିନାମା

February 10, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ ଏବେ ପୁସ୍ତକକୁ ନେଇ ପ୍ରତିକ୍ରିୟା ଦେଲେ ଜେନେରାଲ ନରବଣେ

February 10, 2026

“ଭାରତକୁ ଚଳାଉଛନ୍ତି ଚାରି ଗୁଜୁରାଟୀ”: IND vs PAK ମ୍ୟାଚ୍ ପୂର୍ବରୁ ବିଷ ଓଗାଳିଲେ ଶାହିଦ ଆଫ୍ରିଦି

February 10, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.