Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିବା ବିଭିନ୍ନ ଯୋଜନା ସଂକ୍ରାନ୍ତରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିବା ବିଭିନ୍ନ ଯୋଜନା ସଂକ୍ରାନ୍ତରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

October 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣ ଆଧାରରେ କାର୍ଯ୍ୟକାରୀ ହେବାକୁ ଥିବା ଯୋଜନାଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ ।

ପ୍ରଧାନମନ୍ତ୍ରୀ ୨ କୋଟି ଲକ୍ଷପତି ଦିଦି ତିଆରି କରିବା ବିଷୟରେ କହିଥିଲେ, ଅର୍ଥାତ୍ ୨ କୋଟି ଏସଏଚଜି କିମ୍ବା ଅଙ୍ଗନବାଡି ଦିଦିଙ୍କୁ ଲକ୍ଷପତି କରିବା । ଏହି ଲକ୍ଷ୍ୟ ହାସଲ ପାଇଁ ଯୋଜନା କରାଯାଇଥିବା ବିଭିନ୍ନ ଜୀବିକା ପ୍ରକଳ୍ପର କାର୍ଯ୍ୟକାରୀ ଉପରେ ସେ ସମୀକ୍ଷା କରିଥିଲେ।

ପ୍ରଧାନମନ୍ତ୍ରୀ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ କୃଷି ତଥା ଆନୁଷଙ୍ଗିକ ଉଦ୍ଦେଶ୍ୟରେ ୧୫,୦୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠିକୁ ଡ୍ରୋନ ଯୋଗାଇବା ବିଷୟରେ କହିଥିଲେ । ମହିଳା ଏସଏଚଜି ର ତାଲିମ ଠାରୁ ଆରମ୍ଭ କରି କାର୍ଯ୍ୟକଳାପ ଉପରେ ନଜର ରଖିବା ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଯୋଜନାଗୁଡିକର ଏକ ସୂଚନା ପ୍ରଦାନ କରାଯାଇଥିଲା ।

ସୁଲଭ ଔଷଧର ଉପଲବ୍ଧତା ବୃଦ୍ଧି ପାଇଁ ଭାରତରେ ଜନ ଔଷଧି ଷ୍ଟୋର ସଂଖ୍ୟାକୁ ୧୦,୦୦୦ ରୁ ୨୫,୦୦୦ କୁ ବୃଦ୍ଧି ଉପରେ ପ୍ରଧାନମନ୍ତ୍ରୀ ମଧ୍ୟ କହିଥିଲେ। ଏହି ସମ୍ପ୍ରସାରଣ ପାଇଁ ପ୍ରଧାନମନ୍ତ୍ରୀ କାର୍ଯ୍ୟକାରୀ ରଣନୀତିର ସମୀକ୍ଷା କରିଛନ୍ତି।

ନରେନ୍ଦ୍ର ମୋଦୀ ସମୀକ୍ଷା ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.