Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଦିଆଦ୍ ବ୍ରହ୍ମର୍ଶୀ ସଂସ୍କୃତ ମହାବିଦ୍ୟାଳୟର ପ୍ରତିଷ୍ଠାତା ଦହ୍ୟଭାଇ ଶାସ୍ତ୍ରୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ନାଦିଆଦ୍ ବ୍ରହ୍ମର୍ଶୀ ସଂସ୍କୃତ ମହାବିଦ୍ୟାଳୟର ପ୍ରତିଷ୍ଠାତା ଦହ୍ୟଭାଇ ଶାସ୍ତ୍ରୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

October 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଭାରତୀୟ ସଂସ୍କୃତ ବିଦ୍ୱାନ ତଥା ନାଦିଆଦ୍ ବ୍ରହ୍ମର୍ଶୀ ସଂସ୍କୃତ ମହାବିଦ୍ୟାଳୟର ପ୍ରତିଷ୍ଠାତା ଦହ୍ୟଭାଇ ଶାସ୍ତ୍ରୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ,‘ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଭାରତୀୟ ସଂସ୍କୃତ ବିଦ୍ୱାନ ତଥା ନାଦିଆଦ୍ ବ୍ରହ୍ମର୍ଶୀ ସଂସ୍କୃତ ମହାବିଦ୍ୟାଳୟର ପ୍ରତିଷ୍ଠାତା ଦହ୍ୟଭାଇ ଶାସ୍ତ୍ରୀଙ୍କ ମୃତ୍ୟୁ ଖବର ଦୁଃଖଦାୟକ। ସେ ସାରା ଜୀବନ ସଂସ୍କୃତ ଭାଷାର ଶିକ୍ଷା ଏବଂ ପ୍ରସାର ପାଇଁ କାମ କରିଥିଲେ।

ଈଶ୍ୱର ତାଙ୍କ ଆତ୍ମାକୁ ଶାନ୍ତି ଏବଂ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦିଅନ୍ତୁ। ଓମ୍ ଶାନ୍ତି।’

ଦେହାନ୍ତ ପଦ୍ମଶ୍ରୀ ପୁରସ୍କାର ପ୍ରଧାନମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ସେମିଫାଇନାଲ ଖେଳିପାରିବ କି ପାକିସ୍ତାନ?: ବୁଝନ୍ତୁ ସମ୍ପୂର୍ଣ୍ଣ ଗଣିତ

February 28, 2026

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026
Latest News

ସେମିଫାଇନାଲ ଖେଳିପାରିବ କି ପାକିସ୍ତାନ?: ବୁଝନ୍ତୁ ସମ୍ପୂର୍ଣ୍ଣ ଗଣିତ

February 28, 2026

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.