Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଠନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫ ନିହତ: ପାକିସ୍ତାନରେ ଗୁଳି କରି ହତ୍ୟା
ଆଜିର ଖବର

ପଠନକୋଟ ଆକ୍ରମଣର ମାଷ୍ଟରମାଇଣ୍ଡ ଶାହିଦ ଲତିଫ ନିହତ: ପାକିସ୍ତାନରେ ଗୁଳି କରି ହତ୍ୟା

October 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଠାନକୋଟ ଆକ୍ରମଣ ମାଷ୍ଟରମାଇଣ୍ଡ ତଥା ବହୁ ଚର୍ଚ୍ଚିତ ଆତଙ୍କବାଦୀ ଶାହିଦ ଲତିଫକୁ ପାକିସ୍ତାନରେ ହତ୍ୟା କରାଯାଇଛି। ୨୦୧୬ ମସିହାରେ ପଞ୍ଜାବର ପଠାନକୋଟ ଏୟାରବେସରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ଦ୍ୱାରା କରାଯାଇଥିଲା। ଏହି ଆକ୍ରମଣରେ ଭାରତୀୟ ସେନାର ୭ ଜଣ ଯବାନ ସହିଦ ହୋଇଥିଲେ। ଏନଆଇଏ ଅନୁସନ୍ଧାନରୁ ଜଣାପଡିଛି ଯେ, ଶାହିଦ ଲତିଫ ଏହି ଆକ୍ରମଣର ମାଷ୍ଟରମାଇଣ୍ଡ।

ଏନଆଇଏ ଅନୁସନ୍ଧାନରୁ ଏହା ମଧ୍ୟ ଜଣାପଡିଛି ଯେ, ପଠାନକୋଟ ଆତଙ୍କବାଦୀ ଆକ୍ରମଣ ପାକିସ୍ତାନରେ ଯୋଜନା କରାଯାଇଥିଲା ଏବଂ କାର୍ଯ୍ୟକାରୀ କରାଯାଇଥିଲା। ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ ଏହି ଆକ୍ରମଣ ପାଇଁ ୪ ଜଣ ଆତ୍ମଘାତୀ ବିସ୍ଫୋରଣକାରୀଙ୍କୁ ତାଲିମ ଦେଇଥିଲା ଏବଂ ପଠାଇଥିଲେ। ଲତିଫ ଜୈଶର ଲଞ୍ଚିଂ କମାଣ୍ଡର ଭାବରେ ଜଣାଶୁଣା। ସେ ପଠାନକୋଟକୁ ଚାରି ଜଣ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ପଠାଇଥିଲେ। ୪୭ ବର୍ଷିୟ ଶାହିଦ ଲତିଫ ପାକିସ୍ତାନର ଗୁଜରାନୱାଲାର ଅମିନାବଦ୍ ସହରର ବାସିନ୍ଦା ଥିଲା।

ଜୈଶ-ଇ-ମହମ୍ମଦ ପାକିସ୍ତାନରେ ହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026
Latest News

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.