Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ହେବ ହାଣ୍ଡିଛାଡ
ଆଜିର ଖବର

ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ହେବ ହାଣ୍ଡିଛାଡ

October 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚନ୍ଦ୍ର ଗ୍ରହଣ
ଏଥର କୁମାର ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ର ଗ୍ରହଣ, ଜାଣନ୍ତୁ କେତେବେଳେ ହେବ ହାଣ୍ଡିଛାଡ

ଭୁବନେଶ୍ବର: ଏଥର କୁମାର ପୂର୍ଣ୍ଣାମା ଆସନ୍ତା ୨୮ ତାରିଖ ଶନିବାରରେ ପଡୁଛି। ତେବେ ଏହିଦିନ ରହିଛି ଚନ୍ଦ୍ର ଗ୍ରହଣ। ଏଥର ଚନ୍ଦ୍ର ଗ୍ରହଣ ଖଣ୍ଡ ଗ୍ରାସ ହେବ। ଏହା ଏକ ଲମ୍ବା ସମୟ ଧରି ହେବ ବୋଲି ଜଣାପଡିଛି। ସେଦିନ ଚନ୍ଦ୍ର ଗ୍ରହଣ ରାତି ୧ ଟା ୪ ମିନଟ ୫୫ ସେକେଣ୍ଡରେ ଲାଗିବ। ଏହା ୧ ଘଣ୍ଟା ୧୯ ମିନଟ ୭ ସେକେଣ୍ଡ ଧରି ଲାଗିରହିବ। ଯାହା ରାତ୍ରୀ ୨ ଟା ୨୪ ମିନଟ ୭ ସେକେଣ୍ଡରେ ସର୍ବ ମୋକ୍ଷ ହେବ।

ତେବେ ଜ୍ୟୋତିଷ ଶାସ୍ତ୍ର ବିଶେଷଜ୍ଞଙ୍କ ଅନୁସାରେ ସେଦିନ ପାକ ତ୍ୟାଗ ତାହାର ବହୁ ପୂର୍ବରୁ କରିବାକୁ ପଡିବ। ଅର୍ଥାତ ସେଦିନ ଅପରାହ୍ନ ୪ ଟା ୪ ମିନଟ ୫୫ ସେକେଣ୍ଡରୁ ପାକତ୍ୟାଗ କରାଯିବ। ଏହା ପୂର୍ବରୁ ଯେଉଁମାନେ ଯାହା ଖାଇବା କଥା ତାହା ଖାଇ ସାରିବା ଉଚିତ। ତେବେ ପାକ ଗ୍ରହଣ ରାତି ୨ ଟା ୨୫ ମିନଟ ପରେ କରାଯାଇପାରିବ। ତେବେ ରାତ୍ରୀରେ ଆଉ କେହି ପାକ ଗ୍ରହଣ କରି ନ ଥିବାରୁ ସକାଳୁ ଖାଇଲେ ଭଲ ବୋଲି କୁହାଯାଇଛି।

ସେଦିନ ଶ୍ରୀମନ୍ଦିରରେ ମଧ୍ୟ ଦେବ ନୀତିରେ ପରିବର୍ତ୍ତନ କରାଯାଇଛି। ସେଦିନ ସମସ୍ତ ନିତି ଅପରାହ୍ନ ୪ ଟା ୪ ମିନିଟ ପୂର୍ବରୁ ସାରିବା ପାଇଁ ନିଷ୍ପତି କରାଯାଇଛି। ସେଦିନ ରାତି ୨ ଟା ୨୪ ରେ ଦ୍ବାର ଫିଟା ସହିତ ରାତି ୩ ଟାରେ ମଙ୍ଗଳା ଆରତି କରାଯିବ। ତେବେ ତାପର ଦିନ କାର୍ତ୍ତିକ ମାସ ଆରମ୍ଭ ହେଇଥିବାରୁ ହବିଷ୍ୟାଳିଙ୍କ ଭିଡ ଆରମ୍ଭ ହୋଇଯାଇଥିବ। ସେଥିପାଇଁ ଠିକ ଭାବେ ଦେବ ନୀତି କରିବା ପାଇଁ ମନ୍ଦିର ପ୍ରଶାସନ ସେବାୟତଙ୍କୁ ଅନୁରୋଧ କରିଛି।

କାର୍ତ୍ତିକ ବ୍ରତ କୁମାର ଉତ୍ସବ କୁମାର ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026
Latest News

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.