Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଖଣ୍ଡର ପାର୍ବତୀ କୁଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ପୂଜା
ଆଜିର ଖବର

ଉତ୍ତରାଖଣ୍ଡର ପାର୍ବତୀ କୁଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ପୂଜା

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ପିଥୋରାଗଡ଼ର ପାର୍ବତୀ କୁଣ୍ଡ ଦର୍ଶନ ସହ ପୂଜା କରିଛନ୍ତି। ଆଦି କୈଳାସଙ୍କ ଦର୍ଶନ କରିପାରିଥିବାରୁ ପ୍ରଧାନମନ୍ତ୍ରୀ ଏକ ଏକ୍ସ ପୋଷ୍ଟରେ ଖୁସି ବ୍ୟକ୍ତ କରିଛନ୍ତି। ସେ ଦେଶବାସୀଙ୍କ କଲ୍ୟାଣ ଏବଂ ସୁଖମୟ ଜୀବନ ପାଇଁ ପ୍ରାର୍ଥନା କରିଛନ୍ତି।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ ଲେଖିଛନ୍ତି ଯେ, ‘ଉତ୍ତରାଖଣ୍ଡର ପିଥୋରାଗଡ଼ରେ ପବିତ୍ର ପାର୍ବତୀ କୁଣ୍ଡ ଦର୍ଶନ ଏବଂ ପୂଜାରେ ଅଭିଭୂତ ହୋଇଛି। ଏଠାରେ ଆଦି କୈଳାସଙ୍କ ଦର୍ଶନରେ ଖୁସି। ପ୍ରକୃତିର କୋଳରେ ଥିôବା ଆଧ୍ୟାତ୍ମିକତା ଏବଂ ସଂସ୍କୃତିର ଏହି ସ୍ଥାନରୁ ମୁଁ ନିଜ ଦେଶର ସମସ୍ତ ପରିବାରଜନଙ୍କ ସୁଖମୟ ଜୀବନ କାମନା କରିଛି।’

ଉତ୍ତରାଖଣ୍ଡ ନରେନ୍ଦ୍ର ମୋଦୀ ପାର୍ବତୀ କୁଣ୍ଡ ପ୍ରଧାନମନ୍ତ୍ରୀଙ୍କ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Latest News

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.