Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱକପ୍ ୨୦୨୩ର ପ୍ରଥମ ଦୁଇଟି ମ୍ୟାଚ ଜିତିବା ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ବିଶ୍ୱକପ୍ ୨୦୨୩ର ପ୍ରଥମ ଦୁଇଟି ମ୍ୟାଚ ଜିତିବା ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ବିପକ୍ଷରେ ଆଇସିସି ପୁରୁଷ କ୍ରକେଟ ବିଶ୍ୱକପ୍ ୨୦୨୩ରେ ପ୍ରଥମ ଦୁଇଟି ମ୍ୟାଚ୍ ଜିତିଥିବାରୁ ଭାରତୀୟ କ୍ରିକେଟ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରି ଲେଖିଛନ୍ତି ଯେ, ‘ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚରେ ସ୍ମରଣୀୟ ବିଜୟ ପରେ ଆମ କ୍ରିକେଟ ଦଳ ବିଶ୍ୱକପରେ ଆଫଗାନିସ୍ତାନ ବିପକ୍ଷରେ ଚମତ୍କାର ବିଜୟ ସହ ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରଖିଛନ୍ତି। ଟିମକୁ ଅଭିନନ୍ଦନ।’

ଅଷ୍ଟ୍ରେଲିଆ ଆଇସିସି ଆଫଗାନିସ୍ତାନ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ବିଶ୍ୱକପ୍-୨୦୨୩ ଭାରତୀୟ ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026
Latest News

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.