Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥରିଲା ଦିଲ୍ଲୀ-ଏନସିଆର, ରିକ୍ଟର ସ୍କେଲରେ ୩.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ
ଆଜିର ଖବର

ଥରିଲା ଦିଲ୍ଲୀ-ଏନସିଆର, ରିକ୍ଟର ସ୍କେଲରେ ୩.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଅନୁଭୂତ ହୋଇଛି। ଅପରାହ୍ନ ୪.୦୮ ରେ ଏହି କମ୍ପନ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ଫରିଦାବାଦରେ ଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୧ ରେ ମାପ କରାଯାଇଛି। ଯେତେବେଳେ ଭୂମିକମ୍ପ ଅନୁଭୂତ ହେଲା, ଲୋକମାନେ ସେମାନଙ୍କ ଘରେ ଥିଲେ ଏବଂ ତୁରନ୍ତ ବାହାରକୁ ଚାଲିଆସିଥିଲେ।

୨ ସପ୍ତାହ ମଧ୍ୟରେ ଏହା ଦ୍ୱିତୀୟ ଥର ପାଇଁ ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହାପୂର୍ବରୁ ଅକ୍ଟୋବର ୩ ତାରିଖରେ ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଅନୁଭୂତ ହୋଇଥିଲା।

ଦିଲ୍ଲୀ-ଏନସିଆର ଭୂମିକମ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଉଦଯାପିତ ହେଲା ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ

August 26, 2025

Ganesh Puja 2025: ଏଥର ଗଣେଶ ପୂଜାର ଶୁଭ ମୂହୁର୍ତ୍ତ କେତେବେଳେ, କେମିତି କରିବେ ପୂଜା

August 26, 2025

ଜେଲରୁ ସରକାର ଚଳାଇବା ଗଣତନ୍ତ୍ର ପ୍ରତି ଅପମାନ, ଏମିତି କାହିଁକି କହିଲେ ଅମିତ ଶାହ

August 26, 2025

ବିକଶିତ ଭାରତ ପାଇଁ ନାରୀଶକ୍ତି: ଭାରତର ଅର୍ଥନୈତିକ ରୁପାନ୍ତରଣର ମହିଳା ନେତୃତ୍ବ

August 26, 2025
Latest News

ଉଦଯାପିତ ହେଲା ପ୍ରଥମ ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ

August 26, 2025

Ganesh Puja 2025: ଏଥର ଗଣେଶ ପୂଜାର ଶୁଭ ମୂହୁର୍ତ୍ତ କେତେବେଳେ, କେମିତି କରିବେ ପୂଜା

August 26, 2025

ଜେଲରୁ ସରକାର ଚଳାଇବା ଗଣତନ୍ତ୍ର ପ୍ରତି ଅପମାନ, ଏମିତି କାହିଁକି କହିଲେ ଅମିତ ଶାହ

August 26, 2025

ବିକଶିତ ଭାରତ ପାଇଁ ନାରୀଶକ୍ତି: ଭାରତର ଅର୍ଥନୈତିକ ରୁପାନ୍ତରଣର ମହିଳା ନେତୃତ୍ବ

August 26, 2025

ଆଜି ଅଗଷ୍ଟ 26 ତାରିଖ ମଙ୍ଗଳବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.