Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ
ଆଜିର ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ

October 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
NaveenArt2
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ, ବାଲୁକା କଳାରେ ଅଭିନନ୍ଦନ ଜଣାଇଲେ ସୁଦର୍ଶନ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ 77 ବର୍ଷ ପୁରଣ କରି 78 ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କ ପାଖକୁ ଶୁଭେଚ୍ଛା ବାର୍ତ୍ତା ପହଞ୍ଚିବାରେ ଲାଗିଛି। ହେଲେ ନିକଟରେ ତାଙ୍କର ଭଉଣୀ ଗୀତା ମେହେଟ୍ଟାଙ୍କ ମୃତ୍ୟୁ ପାଇଁ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଆଗରୁ ଘୋଷଣା କରିଥିଲେ।

ତେବେ ଆଜିର ଦିନରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ ତାଙ୍କ କଳାମାଧ୍ୟମରେ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଅପରପକ୍ଷରେ ତାଙ୍କ ଅଭିନନ୍ଦନକୁ ନେଇ ନବୀନ ସୁଦର୍ଶନଙ୍କୁ ଧନ୍ୟବାଦ ମଧ୍ୟ ପ୍ରଦାନ କରିଛନ୍ତି।

ନବୀନ ପଟ୍ଟନାୟକ ଜନ୍ମଦିନ ନବୀନଙ୍କ ଜନ୍ମଦିନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.