Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୭ ବର୍ଷ ପୁରଣ କରି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏ ନେଇ ତାଙ୍କ ପାଖକୁ ଶୁଭେଚ୍ଛା ବାର୍ତ୍ତା ପହଞ୍ଚିବାରେ ଲାଗିଛି। ହେଲେ ନିକଟରେ ତାଙ୍କର ଭଉଣୀ ଗୀତା ମେହେଟ୍ଟାଙ୍କ ମୃତ୍ୟୁ ପାଇଁ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଆଗରୁ ଘୋଷଣା କରିଥିଲେ।

ତେବେ ଆଜି ନବୀନଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ମୋର ଅଭିନନ୍ଦନ। ତାଙ୍କର ସୁସ୍ଥ ଏବଂ ଦୀର୍ଘ ଜୀବନ କାମନା କରୁଛି।”

ନବୀନ ପଟ୍ଟନାୟକ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ

April 15, 2026

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

April 15, 2026

ଉଦ୍ୟମ ଓ ଇଚ୍ଛାଶକ୍ତି ଥିଲେ ମହିଳାମାନେ କୌଣସି କ୍ଷେତ୍ରରେ ଅଟକିବେ ନାହିଁ: ମୁଖ୍ୟମନ୍ତ୍ରୀ

April 15, 2026
Latest News

ସୋଆ ପକ୍ଷରୁ ପ୍ରଥମ ଆଇଇଇଇ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ

April 15, 2026

ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

April 15, 2026

ଉଦ୍ୟମ ଓ ଇଚ୍ଛାଶକ୍ତି ଥିଲେ ମହିଳାମାନେ କୌଣସି କ୍ଷେତ୍ରରେ ଅଟକିବେ ନାହିଁ: ମୁଖ୍ୟମନ୍ତ୍ରୀ

April 15, 2026

ବୁର୍ଲା ଭିସୁଟ ପରିସରରେ ‘ଜୋହୋ ସ୍କିଲ୍ ହବ୍’ ଓ ପେଟିଏମ୍ ‘ଜ୍ଞାନ ବାହାନ’ ଲୋକାର୍ପିତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.