Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଏଭି ପୋଖରୀପୁଟରେ ଏନ୍‌.ଡି.ଆର୍‌.ଏଫ୍‌. ଆନୁକୂଲ୍ୟରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ
ଆଜିର ଖବର

ଡିଏଭି ପୋଖରୀପୁଟରେ ଏନ୍‌.ଡି.ଆର୍‌.ଏଫ୍‌. ଆନୁକୂଲ୍ୟରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ

October 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଜାତୀୟ ବିପର୍ଯ୍ୟୟ ସୁରକ୍ଷା ବାହିନୀ (ଏନ୍‌. ଡି.ଆର୍‌. ଏଫ୍‌. ) ମୁଣ୍ଡୁଳି, କଟକଙ୍କ ଦ୍ୱାରା ବିଭିନ୍ନ ବିପର୍ଯ୍ୟୟ ଦୁର୍ଘଟଣା ସମୟରେ କିପରି ନିଜକୁ ତଥା ଅନ୍ୟମାନଙ୍କୁ ସୁରକ୍ଷିତ ରଖାଯାଇପାରିବ ସେ ସମ୍ବନ୍ଧରେ ବିସ୍ତୃତ ଭାବେ ପ୍ରତ୍ୟକ୍ଷ ଜ୍ଞାନ ବିଦ୍ୟାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା।

ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ନିରୀକ୍ଷକ ଶିତିକଣ୍ଠ ପତି ଓ ରଞ୍ଜନ କୁମାର ସ୍ୱାଇଁ ଉପସ୍ଥିତ ରହି
ବିଦ୍ୟାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ବା ଆକସ୍ମିକ ଦୁର୍ଘଟଣା ଘଟିଲେ
କେଉଁ କେଉଁ ପଦକ୍ଷେପ ଗ୍ରହଣ କରିବା ଉଚିତ ସେ ସମ୍ପର୍କୀୟ ତଥ୍ୟ ଆସିଷ୍ଟାଣ୍ଟ ସବ୍‌ଇନିସ୍‌ପେକ୍ଟର, (ଏନ୍‌. ଡି.ଆର୍‌.ଏଫ୍‌) ଜଗଦୀପ୍ ମେରୁପୁଲା ଦର୍ଶାଇଥିଲେ। ବନ୍ୟା, ବାତ୍ୟା, ଭୂକମ୍ପ ସମୟରେ ବିପନ୍ନମାନଙ୍କୁ କିପରି ଉଦ୍ଧାର କରାଯାଇପାରିବ ଏବଂ ଏହି ସମୟରେ ନିଜକୁ କିପରି ସୁରକ୍ଷିତ ରଖିହେବ ସେ ସମ୍ପର୍କରେ ସବିଶେଷ ତଥ୍ୟ ଏନ୍‌.ଡି.ଆର୍‌.ଏଫ୍‌. ଟିମ୍‌ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏନ୍‌ସିସି, ସ୍କାଉଡ୍‌, ଗାଇଡ୍‌ର ଛାତ୍ରଛାତ୍ରୀମାନେ ଏହି ବିପର୍ଯ୍ୟୟ ପରିଚାଳନାର ନାନାବିଧ କୌଶଳ ସମ୍ପର୍କରେ ପ୍ରତ୍ୟକ୍ଷ ଜ୍ଞାନଲାଭ କରିଥିଲେ।

ସମାଜବିଜ୍ଞାନ ବିଭାଗର ମୁଖ୍ୟ ଅଖିଳ ରଞ୍ଜନ ଦାଶ ଏହି କାର୍ଯ୍ୟକ୍ରମକୁ ସଂଯୋଜନା
କରିଥିବାବେଳେ ସହଯୋଗୀ ଶିକ୍ଷକଗଣ ଏଥିରେ ସକ୍ରିୟ ସହଯୋଗ କରିଥିଲେ।

ଡିଏଭି ପୋଖରୀପୁଟ ବିପର୍ଯ୍ୟୟ ପରିଚାଳନା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.