Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ
ଆଜିର ଖବର

ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ

October 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
PMPHospital
ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ

ଭୁବନେଶ୍ଵର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ରମୋହନଙ୍କ ନାମରେ ନାମିତ ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ”ଶୀଘ୍ର କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ (ଏମସିଏଲ୍ ) ସହଯୋଗରେ ଯଥାଶୀଘ୍ର ଏହି ଡାକ୍ତରଖାନା କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଓ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ କମିଶନର ତଥା ଶାସନ ସଚିବଙ୍କ ସମେତ ଅନୁଗୋଳ ଜିଲ୍ଲାପାଳ,ଏମସିଏଲ୍ ର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ , ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀ ଓ ଏମସିଏଲ୍ ର ଅନ୍ୟ ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ପ୍ରଦୀପ କୁମାର ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026
Latest News

ବୁଥ ବାହୁଡା ମତ: ଆସାମରେ ବିଜେପି, ତାମିଲନାଡୁରେ ଶାସକ DMK+ ମେଣ୍ଟ

April 29, 2026

ବୁଥ ବାହୁଡା ମତ: TMCକୁ ମିଳିପାରେ ଝଟକା

April 29, 2026

କେରଳରେ ବିଜୟନ ସରକାର ହ୍ୟାଟ୍ରିକ୍ କରିବ ନା ହାର ମାନିବ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.