Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତିଶ୍ରୁତି ପୂରଣ କଲେ କେନ୍ଦ୍ରମନ୍ତ୍ରୀ: ବାଲେଶ୍ୱର ଲାୟନ୍ସ ଚକ୍ଷୁ ହସ୍ପିଟାଲରେ ମଡ୍ୟୁଲାର୍ ଅପରେସନ୍ ଥିଏଟର ପାଇଁ ମିଳିଲା କାର୍ଯ୍ୟାଦେଶ
ଆଜିର ଖବର

ପ୍ରତିଶ୍ରୁତି ପୂରଣ କଲେ କେନ୍ଦ୍ରମନ୍ତ୍ରୀ: ବାଲେଶ୍ୱର ଲାୟନ୍ସ ଚକ୍ଷୁ ହସ୍ପିଟାଲରେ ମଡ୍ୟୁଲାର୍ ଅପରେସନ୍ ଥିଏଟର ପାଇଁ ମିଳିଲା କାର୍ଯ୍ୟାଦେଶ

October 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୁନର୍ବାର ଅଶ୍ୱିନୀ ଭାଇ ତାଙ୍କ ପ୍ରତିଶ୍ରୁତି ପାଳନ କଲେ! ବାଲେଶ୍ୱର ଲାୟନ୍ସ ଚକ୍ଷୁ ହସ୍ପିଟାଲରେ ମଡ୍ୟୁଲାର୍ ଅପରେସନ୍ ଥିଏଟର ପାଇଁ ୱାର୍କ ଅର୍ଡର ଜାରି କରାଯାଇଛି। ଅଶ୍ୱିନୀ ଭାଇ ବାଲେଶ୍ୱର ଲାୟନ୍ସ ଚକ୍ଷୁ ଡାକ୍ତରଖାନାର ବିକାଶ ପାଇଁ ତାଙ୍କ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ (MP LAD) ପାଣ୍ଠିରୁ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ ଏବଂ ଶୀଘ୍ର କାର୍ଯ୍ୟକାରୀ କରିବାକୁ ନିଶ୍ଚିତ କରାଇଥିଲେ। ଇତିମଧ୍ୟରେ, ବାଲେଶ୍ୱର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଏହି ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ପାଣ୍ଠି ରିଲିଜ ପାଇଁ ପ୍ରଶାସନିକ ଅନୁମୋଦନ ପ୍ରଦାନ କରିଛନ୍ତି।

ବାଲେଶ୍ୱରର ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ମଧ୍ୟ ଅବିଳମ୍ବେ କାର୍ଯ୍ୟ ଆରମ୍ଭ କରିବାକୁ ବାଲେଶ୍ୱର ଲାୟନ୍ସ ଚକ୍ଷୁ ଚିକିତ୍ସାଳୟ ଏବଂ ଗବେଷଣା କେନ୍ଦ୍ର ଅଧ୍ୟକ୍ଷଙ୍କୁ ସୂଚନା ଦେଇଛନ୍ତି।

୨୦୨୩ ଜୁଲାଇ ମାସରେ ଅଶ୍ବିନୀ ଭାଇ ମଧ୍ୟ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ତାଙ୍କର ସଂସଦୀୟ ସ୍ଥାନୀୟ କ୍ଷେତ୍ର ବିକାଶ (ଏମପିଲ୍ୟ।ଡ଼) ପାଣ୍ଠିରୁ ୧.୫୫ କୋଟି ଟଙ୍କା ସୁପାରିଶ କରିଥିଲେ।

କେନ୍ଦ୍ରମନ୍ତ୍ରୀ ବାଲେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ସ୍ଥାୟୀ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ପୁସ୍ତକ ଉନ୍ମୋଚିତ

October 13, 2026

ଆଜି ୧୩ ଅକ୍ଟୋବରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.