Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୌପ୍ୟ ପଦକ ଜିତିଥିବାରୁ ପ୍ରାଚୀ ଯାଦବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ରୌପ୍ୟ ପଦକ ଜିତିଥିବାରୁ ପ୍ରାଚୀ ଯାଦବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚୀନ୍‌ର ହାଙ୍ଗଝୋରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ ରେ ପାରା କାନୋଇଙ୍ଗ ମହିଳା ଭିଏଲ୍୨ ଫାଇନାଲରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି: “ପ୍ରାଚୀ ଯାଦବ ଏସୀୟ ପାରା ଗେମ୍ସରେ ପ୍ରଥମ ପଦକ ହାସଲ କରି ଭାରତୀୟ କ୍ରୀଡ଼ା ଇତିହାସରେ ନିଜ ନାମ ଲେଖିଛନ୍ତି। ପାରା କାନୋଇଙ୍ଗ ମହିଳା ଭିଏଲ୍୨ ଫାଇନାଲରେ ଉଲ୍ଲେଖନୀୟ  ରୌପ୍ୟ ପଦକ ଜିତିଥିବାରୁ ପ୍ରାଚୀ ଯାଦବଙ୍କୁ ଅଭିନନ୍ଦନ। ତାଙ୍କର ଅବିଶ୍ୱସନୀୟ ପ୍ରଦର୍ଶନ ସମଗ୍ର ଦେଶକୁ ଗର୍ବିତ କରିଛି। ”

ଚୀନ୍‌ ହାଙ୍ଗଝୋ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.