Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଟିବିପି ପ୍ରତିଷ୍ଠା ଦିବସରେ ଏହାର ଅଦମ୍ୟ ଏବଂ ବୀରତ୍ୱକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ
ଆଜିର ଖବର

ଆଇଟିବିପି ପ୍ରତିଷ୍ଠା ଦିବସରେ ଏହାର ଅଦମ୍ୟ ଏବଂ ବୀରତ୍ୱକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ

October 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଇଟିବିପି ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଟିବିପି କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ଆଇଟିବିପି ପ୍ରତିଷ୍ଠା ଦିବସରେ ମୁଁ ଆମ ଆଇଟିବିପି କର୍ମଚାରୀଙ୍କ ଅଦମ୍ୟ ଭାବନା ଏବଂ ବୀରତ୍ୱକୁ ସାଲ୍ୟୁଟ କରୁଛି। ସେମାନେ ଦେଶର ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କ ପ୍ରଶଂସନୀୟ ମାନବୀୟ ଉଦ୍ୟମ ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ। ସେମାନେ ସମାନ ଆଗ୍ରହ ଏବଂ ଉତ୍ସାହ ସହ ସେବା ଜାରି ରଖନ୍ତୁ।’

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026
Latest News

ପାଠ୍ୟପୁସ୍ତକ ସୀମାରୁ ବାହାରି ପିଲାଙ୍କ ଜୀବନ ସହ ଯୋଡ଼ି ହୁଅନ୍ତୁ ଶିକ୍ଷକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 5, 2026

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ ବିସିସିଆଇ କେବେ ନିଷ୍ପତ୍ତି ନେବ?: ଏହି ଦିନ ହେବ ସ୍ପଷ୍ଟ

September 5, 2026

ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

September 5, 2026

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.