Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଚାଳକ ମୃତ, ଘଟଣାସ୍ଥଳରେ ଉତ୍ତେଜନା
ଆଜିର ଖବର

ନାଚୁଣୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଚାଳକ ମୃତ, ଘଟଣାସ୍ଥଳରେ ଉତ୍ତେଜନା

October 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ୧୬ ନମ୍ବର ଜାତୀୟ ରାଜପଥ କଉଡ଼ିଖଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ସୂଚନା ମୁତାବକ ଆଜି ଅପରାହ୍ନରେ ଏକ ସ୍କୁଟି ଯୋଗେ ପୁରୀ ଅଞ୍ଚଳର ଗୋପାଳ ଦାସ ଏବଂ ରାଜୁ ରେଡ୍ଡୀ ନାମକ ଦୁଇ ଜଣ ଯୁବକ ନାଚୁଣୀ ଦେଇ ଯାଉଥିବା ବେଳେ କଉଡ଼ିଖଣି ଛକରେ ଏକ ଅଜଣା ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା ସ୍କୁଟି। ଫଳରେ ଘଟଣାସ୍ଥଳରେ ଗୋପାଳଙ୍କ ମୃତ୍ୟୁ ଘଟିଥିବାବେଳେ ରାଜୁଙ୍କୁ ଗୁରୁତର ଅବସ୍ଥାରେ ଟାଙ୍ଗୀ ମେଡିକାଲ ପଠାଯାଇଛି।

କଉଡ଼ିଖଣି ଛକରେ ବାରମ୍ବାର ସଡ଼କ ଦୁର୍ଘଟଣା ଘଟୁଥିବା ବେଳେ ବହୁ ମୂଲ୍ୟବାନ ଜୀବନ ନଷ୍ଟ ହେଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିବା ବେଳେ ଖବର ପାଇ ନାଚୁଣୀ ପୋଲିସ ଘଟଣାସ୍ଥଳରେ ପହଁଚିଛି।

ନାଚୁଣୀ ମର୍ମନ୍ତୁଦ ସଡକ ଦୁର୍ଘଟଣା ସ୍କୁଟି ଚାଳକ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026
Latest News

ବ୍ରିକ୍ସ ସମ୍ମିଳନୀରେ ଫିଲିପାଇନ୍ସର ଅଂଶଗ୍ରହଣକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ

September 14, 2026

ଚିଲିକାରେ ନୌବିହାର କରିବେ ମା’ ଭଗବତୀ: ପ୍ରଶାସନ ଆରମ୍ଭ କଲା ପ୍ରସ୍ତୁତି

September 14, 2026

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.